ଷଣ୍ଢ ଘଉଡ଼ାଇବାକୁ ଯାଇଥିଲେ ନବଘନ-ସନାତନ, ମାଡ଼ିଆସିଲା ହାଇୱା: ଆଉ ତା’ପରେ..

ଧର୍ମଶାଳା, ୧୦।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଚଢ଼େଇଧରା ଅଞ୍ଚଳର ଦୁଇ ବ୍ୟକ୍ତି ଷଣ୍ଢ ଘଉଡାଇବାକୁ ଯାଇ ଥିବା ବେଳେ ଆଜି ସକାଳୁ ଏକ ଅଜଣା ହାଇୱା ଗାଡ଼ି ମାଡ଼ି ଯାଇଥିବା ଫଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ, ମୃତକମାନେ ଚଢ଼େଇଧରା ଗ୍ରାମର ନବଘନ ପରିଡ଼ା ଓ ଲୁଣିବେର ଗ୍ରାମର ସନାତନ ସାମଲ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ସହ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ କରିବ ବଡ଼ ଆକ୍ରମଣ, ଡରିଲାଣି ଆମେରିକା!

ଓ଼୍ବାଶିଂଟନ,୧୯।୩: ଆମେରିକାର ଜାତୀୟ ଗୁପ୍ତଚର ନିର୍ଦ୍ଦେଶକ ତୁଲସୀ ଗାବାର୍ଡ ବୁଧବାର ପାକିସ୍ତାନକୁ ଆମେରିକା ସାମ୍ନା କରୁଥିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରମାଣୁ ବିପଦ ମଧ୍ୟରୁ ଗୋଟିଏ ଭାବରେ ଚିହ୍ନଟ…

ଜଙ୍ଗଲ ନିଆଁ ରୋକିବା ପାଇଁ ସାଇକେଲ ରାଲି: କଣ୍ଟେଇପଲ୍ଲୀ ଭିଏସଏସ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି

ଭଞ୍ଜନଗର,୧୯।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା। ଏହାକୁ…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri