Posted inଜାତୀୟ

ନୌସେନା ଅଧିକାରୀ ପିନ୍ଧିବେ ଶିବାଜୀ ମହାରାଜାଙ୍କ ସେନାର ପ୍ରତୀକ, ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪ା୧୨: ସାମୁଦ୍ରିକ ଅର୍ଥ ବ୍ୟବସ୍ଥାର ବିକାଶ ଉପରେ ସରକାର ସ୍ୱତନ୍ତ୍ର ଧ୍ୟାନ ଦେଉଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଆଜି ନୌସେନା ଦିବସ ଅବସରରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ଯୋଗଦେଇ ମୋଦି କହିଛନ୍ତି, ଏବେ ସାମୁଦ୍ରିକ ଅର୍ଥ ବ୍ୟବସ୍ଥାକୁ ଦୃଢ଼ କରିବା ଲାଗି ସାଗରମାଳା ଯୋଜନା ଅଧୀନରେ ବିକାଶ ଆଧାରିତ ବନ୍ଦର ନିର୍ମାଣ କରାଯାଉଛି।

ସେ କହିଛନ୍ତି, ଉପକୂଳବର୍ତ୍ତୀ ଅଞ୍ଚଳ ଗୁଡ଼ିକର ବିକାଶ ଏବଂ ପର୍ଯ୍ୟଟନ ଓ ରୋଜଗାରକୁ ପ୍ରାଧାନ୍ୟ ଦେବା ଲାଗି ଏହି ପ୍ରକାର ବନ୍ଦର ନିର୍ମାଣ କରାଯାଉଛି। ଏଥିରେ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି, ଏଣିକି ଭାରତୀୟ ନୌସେନା ଅଧିକାରୀ ମାନେ ସେମାନଙ୍କ କାନ୍ଧରେ ସଜା ଯାଉଥିବା ଚିହ୍ନ ସ୍ଥାନରେ ଶିବାଜୀ ମହାରାଜଙ୍କ ସେନାର ପ୍ରତୀକ ଚିହ୍ନ ଧାରଣ କରିବେ। ସେ ଆହୁରି ମଧ୍ୟ କହିଛନ୍ତି, ଖୁବ୍‌‌ଶୀଘ୍ର ନୌସେନାର ର୍ୟାଙ୍କ ଗୁଡ଼ିକୁ ଆମ ଦେଶର ସଂସ୍କୃତି ଓ ପରମ୍ପରା ଅନୁଯାୟୀ ନାମକରଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ କେମିତି ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ବାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ବାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

କେତେ ବର୍ଷର ହେଲେ ଅଭିଜିତ ଦୀପକେ? ଜନ୍ମଦିନର ଶୁଭେଚ୍ଛା ଜଣାଇ ଆଶୁତୋଷ ରଙ୍କା କହିଲେ…

ନୂଆଦିଲ୍ଲୀ,୨୯।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଆଜି ଦେଶ ତଥା ବିଦେଶରୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି। CJPର ସହ-ଆବାହକ ତଥା ମୁଖପାତ୍ର ଆଶୁତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?