ନବରାତ୍ରର ନବମ ଦିନ: ସିଦ୍ଧିଦାତ୍ରୀ ବେଶରେ ଦର୍ଶନ ଦେଲେ ମା’ ବନଦୁର୍ଗା

ନିରାକାରପୁର:୨୩।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତରେ ଥିବା ମା’ ବନଦୁର୍ଗାଙ୍କ ପୀଠରେ ଶାରଦୀୟ ନବରାତ୍ରର ନବମ ଦିବସରେ ମା’ ସିଦ୍ଧିଦାତ୍ରୀ ବେଶରେ ଦର୍ଶନ ଦେଇଛନ୍ତି। ସକାଳୁ ମା’ଙ୍କର ମଙ୍ଗଳ ଆଳତି, କଳଶ ପୂଜା, ସୂର୍ଯ୍ୟ ପୂଜା ପଞ୍ଚ ଦେବତା ପୂଜା, ଶୋଡ଼ଶ ଉପଚାରରେ ମଧ୍ୟାହ୍ନ ଧୂପ, ଦୁର୍ଗା ସପ୍ତଶତୀ ଚଣ୍ଡୀ ପାଠ, ସନ୍ଧ୍ୟା ବାଳଭୋଗ, ଆଳତି, ଆଧରପଣା ଓ ମହାପ୍ରସାଦ ମା’ଙ୍କୁ ଅର୍ପଣ ପୂର୍ବକ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଇଥିଲା। ଡ. କୃପାସିନ୍ଧୁ ପଣ୍ଡା ପୂଜାର୍ଚ୍ଚନା କରିଥିଲେ ବେଳେ ଦୁର୍ଗା ଶରଣ ରଥ, ରୀନାମଣି ଦାଶ, ଦୁର୍ଗାପ୍ରସାଦ ପଟ୍ଟନାୟକ, ବିଜୟ କୁମାର ପଟ୍ଟଯୋଷୀ, ଉମାକାନ୍ତ ରଥ, ସ୍ବାଧୀନ ପ୍ରଧାନଙ୍କ ସମେତ ବହୁ ଭକ୍ତ ମାନେ ଉପସ୍ଥିତ ରହି ମା’ଙ୍କର ଦିବ୍ୟ ବେଶକୁ ଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri