ଆଜିଠୁ ନବରାତ୍ରି ଆରମ୍ଭ: ଭୁଲରେ ମଧ୍ୟ କରନ୍ତୁ ନାହିଁ ଏପରି କାମ

ଶାରଦୀୟ ନବରାତ୍ରି ୧୭ ଅକ୍ଟୋବରରୁ ଆରମ୍ଭ ହୋଇଛି। ଏହା ୨୪ ଅକ୍ଟୋବର ପର୍ଯ୍ୟନ୍ତ ଚାଲିବ। ଏହି ସମୟରେ, ମା ଦୁର୍ଗାଙ୍କର ପୂଜା କଲେ କୃପା ମିଳିଥାଏ। ନବରାତ୍ରିରେ ଭକ୍ତମାନେ ନଅ ଦିନର ଉପବାସ କରିଥାନ୍ତି। ଏହି ନଅ ଦିନ ମଧ୍ୟରେ ନିର୍ଦ୍ଦିଷ୍ଟ ନିୟମ ପାଳନ କରିବା ଉଚିତ। ଆସନ୍ତୁ ଜାଣିବା ନବରାତ୍ରି ସମୟରେ କ’ଣ କରିବା ଉଚିତ୍‌ କେଉଁଟି ନୁହେଁ।

ନବରାତ୍ରି ସମୟରେ ହାଲୁକା ଖାଦ୍ୟ ଖାଇବା ଉଚିତ୍‌। ଏହି ସମୟରେ ପିଆଜ, ରସୁଣ ଏବଂ ଆମିଷ ଖାଆନ୍ତୁ ନାହିଁ ।

ଉପବାସ ସମୟରେ ନଅ ଦିନ ଭାତ ଖାଇବା ଉଚିତ୍‌ ନୁହେଁ। ଆପଣ ସାଗୁ, ଫଳ, ଆଳୁ, ବାଦାମ, କଦଳୀ ଖାଇପାରିବେ।

ଯେଉଁମାନେ ନଅ ଦିନ ଉପବାସ ପାଳନ କରନ୍ତି ସେମାନେ ଗାଢ଼ ରଙ୍ଗର ପୋଷାକ ପିନ୍ଧିବା ଉଚିତ ନୁହେଁ। ଏହି ସମୟ ମଧ୍ୟରେ, ସିଲେଇ କରିବା ବାରଣ।

ବେଲ୍ଟ, ପର୍ସ, ଚପଲ-ଜୋତା, ବ୍ୟାଗ ଭଳି ଚମଡ଼ା ଜିନିଷ ବ୍ୟବହାର କରିବା ଉଚିତ୍‌ ନୁହେଁ। ଏହି ଜିନିଷଗୁଡିକ ମନ୍ଦିରରେ ପ୍ରବେଶ କରିବା ପୂର୍ବରୁ ମଧ୍ୟ ବାହାରେ ରଖିବା ଉଚିତ୍‌।

ପୂଜା ଘରକୁ ପରିଷ୍କାର ରଖନ୍ତୁ । ଦୀପ ଜାଳନ୍ତୁ।

ନବରାତ୍ରି ସମୟରେ, ଆପଣ ଆମିଷ ଏବଂ ମଦ୍ୟପାନ ଇତ୍ୟାଦି ଠାରୁ ଦୂରରେ ରହିବା ଉଚିତ୍‌।

ବିଷ୍ଣୁ ପୁରାଣ ଅନୁଯାୟୀ, ନବରାତ୍ରି ସମୟରେ ଦିନରେ ଶୋଇବା ଉଚିତ ନୁହେଁ।

ନବରାତ୍ରି ସମୟରେ ନଖ କାଟିବା ମଧ୍ୟ ନିଷେଧ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri