ନବଦୀପଙ୍କୁ ମିସେସ୍‌ ଇଣ୍ଡିଆ ୱାର୍ଲ୍ଡ ମୁକୁଟ

ରାଜଗାଙ୍ଗପୁର,୨୮।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର କାଂଶବାହାଲ ଅଞ୍ଚଳର ନବଦୀପ କୌର (୩୧) ମିସେସ୍‌ ଇଣ୍ଡିଆ ୱାଲର୍‌ଡ ମୁକୁଟ ଜିଣିଛନ୍ତି। ସେ ହେଉଛନ୍ତି ଶିଳ୍ପପତି କମଲଦୀପ ସିଂଙ୍କ ସ୍ତ୍ରୀ। ବମ୍ବେସ୍ଥିତ ଦମନରେ ଗତ ୨୩ରେ ଅନୁଷ୍ଠିତ ମିସେସ୍‌ ଇଣ୍ଡିଆ ୱାଲର୍‌ଡ ୨୦୨୦-୨୧ ପ୍ରତିଯୋଗିତାରେ ସେ ପ୍ରଥମ ସ୍ଥାନ ଅଧିକାର କରିଥିଲେ। ବୁଧବାର ଘରକୁ ଫେରିବା ପରେ ସ୍ଥାନୀୟ କାଂଶବାହାଲ ବିଲେଇଗଡ଼ଛକ ନିକଟରେ ରାଜଗାଙ୍ଗପୁର ବିଧାୟକ ଡା. ସି.ଏସ୍‌. ରାଜନ ଏକ୍କା ଓ ଅନ୍ୟମାନେ ସମ୍ବର୍ଦ୍ଧନା ଦେଇଥିଲେ। ଗୃହିଣୀ ହେଲେ ମଧ୍ୟ ନିଜର ଇଚ୍ଛାଶକ୍ତି ଓ କଠିନ ପରିଶ୍ରମ ଦ୍ୱାରା ସେ ଏହି ସଫଳତା ପାଇଛନ୍ତି। ଏହାର ଶ୍ରେୟ ସ୍ବାମୀ ଏବଂ ପରିବାରର ୧୫ ସଦସ୍ୟଙ୍କୁ ଦେଇଛନ୍ତି। ନବଦୀପ ଜଣେ ଉଚ୍ଚଶିକ୍ଷିତା। କମ୍ପ୍ୟୁଟର ବିଜ୍ଞାନରେ ବି.ଟେକ୍‌ ପାସ୍‌ କରିବା ସହ ଏମ୍‌ବିଏସ୍‌ ଡିଗ୍ରୀ ମଧ୍ୟ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri