ନବଦୀପଙ୍କୁ ମିସେସ୍‌ ଇଣ୍ଡିଆ ୱାର୍ଲ୍ଡ ମୁକୁଟ

ରାଜଗାଙ୍ଗପୁର,୨୮।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର କାଂଶବାହାଲ ଅଞ୍ଚଳର ନବଦୀପ କୌର (୩୧) ମିସେସ୍‌ ଇଣ୍ଡିଆ ୱାଲର୍‌ଡ ମୁକୁଟ ଜିଣିଛନ୍ତି। ସେ ହେଉଛନ୍ତି ଶିଳ୍ପପତି କମଲଦୀପ ସିଂଙ୍କ ସ୍ତ୍ରୀ। ବମ୍ବେସ୍ଥିତ ଦମନରେ ଗତ ୨୩ରେ ଅନୁଷ୍ଠିତ ମିସେସ୍‌ ଇଣ୍ଡିଆ ୱାଲର୍‌ଡ ୨୦୨୦-୨୧ ପ୍ରତିଯୋଗିତାରେ ସେ ପ୍ରଥମ ସ୍ଥାନ ଅଧିକାର କରିଥିଲେ। ବୁଧବାର ଘରକୁ ଫେରିବା ପରେ ସ୍ଥାନୀୟ କାଂଶବାହାଲ ବିଲେଇଗଡ଼ଛକ ନିକଟରେ ରାଜଗାଙ୍ଗପୁର ବିଧାୟକ ଡା. ସି.ଏସ୍‌. ରାଜନ ଏକ୍କା ଓ ଅନ୍ୟମାନେ ସମ୍ବର୍ଦ୍ଧନା ଦେଇଥିଲେ। ଗୃହିଣୀ ହେଲେ ମଧ୍ୟ ନିଜର ଇଚ୍ଛାଶକ୍ତି ଓ କଠିନ ପରିଶ୍ରମ ଦ୍ୱାରା ସେ ଏହି ସଫଳତା ପାଇଛନ୍ତି। ଏହାର ଶ୍ରେୟ ସ୍ବାମୀ ଏବଂ ପରିବାରର ୧୫ ସଦସ୍ୟଙ୍କୁ ଦେଇଛନ୍ତି। ନବଦୀପ ଜଣେ ଉଚ୍ଚଶିକ୍ଷିତା। କମ୍ପ୍ୟୁଟର ବିଜ୍ଞାନରେ ବି.ଟେକ୍‌ ପାସ୍‌ କରିବା ସହ ଏମ୍‌ବିଏସ୍‌ ଡିଗ୍ରୀ ମଧ୍ୟ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳିଗଲା ୩ ବଖରା

ବନ୍ତ, ୨୯ା୩(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ତହସିଲ ଅଧୀନ ପଦିପାଟଣା ଗ୍ରାମରେ ଶନିବାର ଅଗ୍ନିକାଣ୍ଡ ଘଟି ୩ ବଖରା ଘର ସହ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି।...

ଟ୍ରାଫିକ୍‌ ସମସ୍ୟା ବିପର୍ଯ୍ୟସ୍ତ

କେନ୍ଦୁଝର,୨୧ା୪(ସ୍ବ.ପ୍ର.): ଉପଯୁକ୍ତ ପରିଚାଳନା ଅଭାବରୁ କେନ୍ଦୁଝର ସହରରେ ଟ୍ରାଫିକ୍‌ ସମସ୍ୟା ବିପର୍ଯ୍ୟସ୍ତ ହୋଇପଡିଛି। ମାଧପୁର ଓ ଶିରିପୁର ରାସ୍ତାରେ ଶନିବାର ଦୀର୍ଘ ଘଣ୍ଟା ଧରି ରାସ୍ତା...

ଦୃଷ୍ଟି ଆକର୍ଷଣ କରୁଛି ମଧୁବନୀ ଚିତ୍ରକଳା

ଢେଙ୍କାନାଳ ଅଫିସ,୩୦ା୫: ଢେଙ୍କାନାଳସ୍ଥିତ ଭାରତୀୟ ଜନସଞ୍ଚାର ସଂସ୍ଥାନ (ଆଇଆଇଏମ୍‌ସି)ରେ ଛାତ୍ରୀଛାତ୍ରମାନଙ୍କ ଦ୍ୱାରା କରାଯାଇଥିବା ପ୍ରାଚୀର ଚିତ୍ର ଆକର୍ଷଣୀୟ ହୋଇଥିବା ବେଳେ ମଧୁବନୀ ଚିତ୍ରକଳା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ...

ଏମ୍‌କେସିଜି ମେଡିକାଲ ପରିଦର୍ଶନ କଲେ ଜିଲାପାଳ: ଔଷଧ ଚିଠାରେ କମ୍ପାନୀ ନାଁ ଦେଖି କ୍ଷୁବ୍ଧ

ବ୍ରହ୍ମପୁର ଅଫିସ୍‌,୧୧ା୧୧-ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ପୂର୍ବାହ୍ନରେ ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟ ପରିଦର୍ଶନରେ ଯାଇଥିଲେ। ଜିଲାପାଳ...

କେନ୍ଦ୍ରାପଡ଼ାରେ ଚର୍ମରୋଗ ଭୟ

କେନ୍ଦ୍ରାପଡ଼ା ଅଫିସ, ୨୦ା୭: ଦୁଇବର୍ଷ ଧରି କରୋନା ସଂକ୍ରମଣ ଭୟରେ ଲୋକେ ବହୁ କଷ୍ଟରେ ଜୀବନ ଜୀବିକା ନିର୍ବାହ କରୁଥିବା ବେଳେ ଏବେ କେନ୍ଦ୍ରାପଡ଼ା ଜିଲାରେ...

ହେଲମେଟ୍‌ ପିନ୍ଧିବା ନେଇ ସହରବାସୀଙ୍କୁ ସଚେତନ କଲା ଟାଉନ ପୋଲିସ

କୋରାପୁଟ,୧୦ା୧୨(ସ୍ବ.ପ୍ର.): ପୂର୍ବରୁ ବାଇକ ଚଳାଇବା ବେଳେ କେବଳ ଗାଡ଼ିଚାଳକ ହେଲମେଟ୍‌ ପିନ୍ଧିବା ନିୟମ ଥିବାବେଳେ ବର୍ତ୍ତମାନ ସୁପ୍ରିମକୋର୍ଟଙ୍କ ପକ୍ଷରୁ ବାଇକଚାଳକଙ୍କ ସହ ପଛରେ ବସିଥିବା ଯାତ୍ରୀ...

ପୋଲିସ ପରିଚୟ ଦେଇ ଲୁଟିନେଲେ ସୁନାଚେନ, ମୁଦି

ବ୍ରହ୍ମପୁର ଅଫିସ,୬ା୭-ବ୍ରହ୍ମପୁର ସହରରେ ପୋଲିସ ପରିଚୟ ଦେଇ ଲୁଟେରାମାନେ ବରିଷ୍ଠ ନାଗରିକଙ୍କଠାରୁ ସୁନାଗହଣା ଲୁଟି ନେଉଛନ୍ତି। ଗୋଟିଏ ପରେ ଗୋଟିଏ ଏପରି ଘଟଣା ଘଟୁଥିଲେ ମଧ୍ୟ...

ଗଙ୍ଗଲାଗୁଡ଼ା ଗ୍ରାମକୁ ନାହିଁ ରାସ୍ତା: ପ୍ରତିବାଦରେ ରାସ୍ତାରେ ତଳି ରୋପଣ କଲେ ଗ୍ରାମବାସୀ, ତୁରନ୍ତ ପଦକ୍ଷେପ ନେବାକୁ ଦାବି

କୋରୁକୋଣ୍ଡା,୭।୯(ଡି.ଏନ୍‌.ଏ.): ସରକାର ପ୍ରତି ଗ୍ରାମକୁ ସଡ଼କପଥ ସହ ଯୋଡ଼ିବା ନିମନ୍ତେ ବହୁ ଯୋଜନା କରିଛନ୍ତି। ହେଲେ ଏହାର ସଫଳ ରୂପାୟନ ମାଲକାନଗିରି ଜିଲାରେ ହୋଇପାରୁନାହିଁ। ଆଜିବି...

Advertisement
Archives

Model This Week