Posted inରାଜ୍ୟ

୩୦୦ କୋଟି ବନ୍ୟା ପ୍ୟାକେଜ ଘୋଷଣା କଲେ ନବୀନ

ଭୁବନେଶ୍ୱର,୧୧।୯(ବ୍ୟୁରୋ)-ବନ୍ୟାରେ ପ୍ରଭାବିତ ହୋଇଥିବା ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୩୦୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି। ବନ୍ୟା ଯୋଗୁ ୩୩ ପ୍ରତିଶତ ଫସଲ କ୍ଷତି ହୋଇଥିବା କ୍ଷୁଦ୍ର ଓ ମଧ୍ୟମ ଚାଷୀଙ୍କୁ ସହାୟତା ମିଳିବ। ସେହିପରି ଅଣଜଳସେଚିତ ଜମି ଲାଗି ହେକ୍ଟର ପିଛା ୬୮୦୦ ଟଙ୍କା ଇନପୁଟ ସବ୍‌ସିଡି ମିଳିବ। ଜଳସେଚନ ଜମି ପାଇଁ ୧୩ ହଜାର ୫୦୦ ଟଙ୍କା ଓ ବାରମାସି ଫସଲ ପାଇଁ ୧୮ ହଜାର ଟଙ୍କା ମିଳିବ। ସେହିପରି ବାରମାସୀ ଫସଲରେ ଆମ୍ବ, କାଜୁ, ନଡିଆ ଓ ପାନକୁ ଅର୍ନ୍ତଭୁକ୍ତ କରାଯାଇଛି। ପ୍ରକୃତ ଚାଷୀଙ୍କୁ ହିଁ ବନ୍ୟା ସହାୟତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ସେହିପରି ବନ୍ୟା ପ୍ରଭାବିତ ଅଞ୍ଚଳର ଚାଷୀଙ୍କୁ ୨୦ ହଜାର ବିହନ ମିନିକିଟ୍‌ ଯୋଗାଇ ଦିଆଯିବ। ୫୦ ପ୍ରତିଶତ ସବ୍‌ସିଡିରେ ଚାଷୀମାନଙ୍କୁ ୨୦୦୦ ପମ୍ପ ସେଟ ଦିଆଯିବ। ସେହିପରି ରବି ଫସଲ ପାଇଁ ଉନ୍ନତମାନର ବିହନ ଯୋଗାଇ ଦିଆଯିବ। ଏଥିପାଇଁ ଚାଷୀଙ୍କୁ ସର୍ବାଧିକ ୭୫ ପ୍ରତିଶତ ରିହାତି ପ୍ରଦାନ କରାଯିବାର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବୈଧ ପ୍ରେମ ସମ୍ପର୍କକୁ ନେଇ ଶିକ୍ଷକଙ୍କୁ ହତ୍ୟା: ସ୍ତ୍ରୀ, ପ୍ରେମିକ ଓ ସହଯୋଗୀ ଗିରଫ

ମୁନିଗୁଡ଼ା,୩୦।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ଅନ୍ତର୍ଗତ କୁଟ୍ରାଗଡ଼ ଗ୍ରାମ ବଂଶଧରା ପୋଲ ତଳୁ ଗତ ୨୦ ତାରିଖରେ ଜଣେ ଶିକ୍ଷକଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା।...

କରୋନା ସ୍ଥିତି ଅନୁଧ୍ୟାନ କଲା ସ୍ବାସ୍ଥ୍ୟ ବିଭାଗ ଟିମ୍‌

ଅନୁଗୋଳ ଅଫିସ, ୧୨।୫: ଅନୁଗୋଳ ଜିଲାରୁ ୧୫ ଜଣ କରୋନା ସଂକ୍ରମିତ ବାହାରିବା ପରେ ସୋମବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ୩ ଜଣିଆ...

ବଜ୍ରପାତ ସୂଚନା ଦେବାକୁ ‘ଦାମିନୀ’ ଆପ୍‌ର ବିକାଶ

ଭୁବନେଶ୍ୱର,୨୯।୮(ବ୍ୟୁରୋ): ମୟୂରଭଞ୍ଜ ଓ ଝାରସୁଗୁଡ଼ା ଜିଲାରେ ବଜ୍ରପାତ ୫ ଜଣଙ୍କ ଜୀବନ ନେଇଥିବା ବେଳେ ଶନିବାର ଉଦଳାରେ ୨ ଜଣଙ୍କର ମୃତ୍ୟୁ ହୋଇଥିଲା। ବଜ୍ରପାତ ସୂଚନା...

ଜୁଲାଇ ପହିଲା ଯାଏ ବିଚାର ବିଭାଗୀୟ ହାଜତରେ ରହିବେ ପାଟଣାଗଡ଼ ବିଧାୟକ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ପାଟଣାଗଡ଼ ବିଧାୟକ ସରୋଜ ମେହେର ଆସନ୍ତା ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତରେ ରହିବେ। ବୁଧବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି...

ପ୍ରୋତ୍ସାହିତ କରିବ ପ୍ରଦର୍ଶନୀ

ଅନୁଗୋଳ ଅଫିସ, ୨ା୧୦ ଆବର୍ଜନାରେ ସଜା ଯାଇପାରେ ଡ୍ରଇଂ ରୁମ୍‌। ବଢ଼ାଯାଇପାରେ ଡାଇନିଂ ଟେବୁଲର ଶୋଭା। ଅଳିଆ ଗଦାର ଭଙ୍ଗା କାଚ, ଫଟା ପ୍ଲାଷ୍ଟିକ, ଚିରା...

ସଜେଇ ହେଉଛି ଉଦଳା ସହର

ଉଦଳା, ୧୫ା୭(ଡି.ଏନ.ଏ.)-କଳା ସଂସ୍କୃତିକୁ ବଞ୍ଚାଇ ରଖିବା ସହିତ ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଆରମ୍ଭ ହୋଇଛି ଏକ ନିଆରା ପ୍ରୟାସ ା ସବୁଜ ସୁନ୍ଦର ଉଦଳା...

କ୍ୱାରାଣ୍ଟାଇନ୍‌ ଥିବା ହୋଟେଲ କର୍ମଚାରୀଙ୍କୁ ଘର ମାଲିକ ହଇରାଣ କଲେ ପଦକ୍ଷେପ

ଭୁବନେଶ୍ୱର,୨୧ା୩ (ବ୍ୟୁରୋ): କରୋନା ସଂକ୍ରମଣରୁ ଲୋକଙ୍କୁ ରକ୍ଷା କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସହରର ୩ ହୋଟେଲକୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପରିଣତ...

ବାସୁଦେବପୁରର ୯ ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା: ଲୋକଙ୍କୁ ଘରୁ ନ ବାହାରିକାକୁ ନିର୍ଦ୍ଦେଶ

ଭୁବନେଶ୍ୱର/ବାସୁଦେବପୁର ୨୨।୪(ବ୍ୟୁରୋ/ଡି.ଏନ୍‌.ଏ.): ଭଦ୍ରକ ଜିଲାରେ ପୁଣି ୩ କରୋନା ପଜିଟିଭ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ ଆକ୍ରାନ୍ତ ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ବୋଲି...

Advertisement
Archives

Model This Week