୩୬ ସାଧାରଣ ସମ୍ପାଦକ ନିଯୁକ୍ତ କଲେ ନବୀନ: ଜାଣନ୍ତୁ କାହାକୁ ମିଳିଲା କି ଦାୟିତ୍ୱ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୩୬ଜଣ ନେତାଙ୍କୁ ସାଧାରଣ ସମ୍ପାଦକ ନିଯୁକ୍ତ କରିବା ସହ ବିଭିନ୍ନ ଦାୟିତ୍ୱ ଦେଇଛନ୍ତି। ସୁଶାନ୍ତ ସିଂହ, ଚନ୍ଦ୍ରସାରଥୀ ବେହେରା, ମନୋହର ରନ୍ଧାରୀ, ପୂର୍ଣ୍ଣଚନ୍ଦ୍ର ସ୍ବାଇଁ , ସ୍ନେହାଙ୍ଗିନୀ ଛୁରିଆ, ଜଗନ୍ନାଥ ସାରକା, ହାଜି ମହମ୍ମଦ ଆୟୁବ ଖାଁ, ଦେବେଶ ଆଚାର୍ଯ୍ୟ, ଉମାକାନ୍ତ ସାମନ୍ତରାୟ, ବ୍ୟୋମକେଶ ରାୟ, ଅନନ୍ତ ନାରାୟଣ ଜେନା, ରାଜଶ୍ରୀ ମଲ୍ଲିକ, ପ୍ରିୟଦର୍ଶୀ ମିଶ୍ର, ଧ୍ରୁବ ସାହୁ, ପ୍ରଣବ ବଳବନ୍ତରାୟ, ରାସେଶ୍ୱରୀ ପାଣିଗ୍ରାହୀ, ରାଜୀବ ପାତ୍ର, ସୁଧିର ସାମଲ, ସସ୍ମିତ ପାତ୍ର, ବିକ୍ରମ ପଣ୍ଡା, ଯେଗେଶ ସିଂହ, ବାସନ୍ତୀ ହେମ୍ବ୍ରମ, ବିଜୟ ନାୟକ, ଲୋପାମୁଦ୍ରା ବକ୍ସିପାତ୍ର, ଗୀତା ବସ୍ତିଆ, ଶ୍ରୀମୟୀ ମିଶ୍ର, ପ୍ରଫୁଲ୍ଲ ସିଂହ, ଦେବାଶିଷ ମାରାଣ୍ଡି, ମାନସ ମଙ୍ଗରାଜ, ଜନ୍ମେଜୟ ଲେଙ୍କା, ବିଶ୍ୱଜିତ ମହାନ୍ତି, ସତ୍ୟବ୍ରତ ପାତ୍ର, ଶାରଦା ଜେନା, ଗୀତାଞ୍ଜଳୀ ସେଠୀ, ପ୍ରମୋଦ ଜେନା, ଶ୍ୟାମାପ୍ରସାଦ ବେହେରାଙ୍କୁ ସାଧାରଣ ସମ୍ପାଦକ କରାଯାଇଛି।

ସେହିଭଳି ନବ ନିଯୁକ୍ତ ସାଧାରଣ ସମ୍ପାଦକମାନଙ୍କୁ ନବୀନ ବିିଭିନ୍ନ ଦାୟିତ୍ୱ ପ୍ରଦାନ କରିଛନ୍ତି। ସୁଶାନ୍ତଙ୍କୁ ସଶକ୍ତ ଓଡ଼ିଶା, ସ୍ନେହାଙ୍ଗିନୀଙ୍କୁ ଏସ୍‌ସି ସଶକ୍ତିକରଣ, ଉମାକାନ୍ତଙ୍କୁ ସମାଜ ମଙ୍ଗଳ, ଅନନ୍ତଙ୍କୁ ସଶକ୍ତ ଓଡ଼ିଶା, ବ୍ୟୋମକେଶଙ୍କୁ ଛାତ୍ର ବ୍ୟାପାର, ପ୍ରଣବଙ୍କୁ ଯୁବ ବ୍ୟାପାର, ସୁଧିର-ସସ୍ମିତ- ବିକ୍ରମଙ୍କୁ ‘ଓଡ଼ିଶା ମୋ ପରିବାର’ , ଜଗନ୍ନାଥ-ଯୋଗେଶ-ବାସନ୍ତିଙ୍କୁ ଜନଜାତି ସଶକ୍ତୀକରଣ, ଲୋପାମୁଦ୍ରା-ଜୀତା-ଶ୍ରୀମୟୀଙ୍କୁ ମହିଳା ସଶକ୍ତିକରଣ, ଦେବାଶିଷଙ୍କୁ ଜନଜାତି ସଶକ୍ତୀକରଣ, ମାନସଙ୍କୁ ମିଡିଆ ବ୍ୟାପାର ଦାୟିତ୍ୱ ମିଳିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

ନିକିତାଙ୍କୁ ଗ୍ଲୋବାଲ ପାଥ୍‌ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି…

ସହକର୍ମୀଙ୍କୁ ବଳାତ୍କାର ଅଭିଯୋଗ: ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ

ଭୁବନେଶ୍ୱର,୧୯ା୯(ତ୍ରିନାଥ ମହାନ୍ତି): ମହିଳା ସହକର୍ମୀଙ୍କୁ ବଳାତ୍କାର କରିବା ଏବଂ ହତ୍ୟା ଧମକ ଦେବା ଅଭିଯୋଗରେ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ କୁମାର…

ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ

ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ…

ନରାଜ ହେବ ବିଶ୍ୱସ୍ତରୀୟ ସେମି କଣ୍ଡକ୍ଟର ହବ୍‌: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯ା୯(ସୁନିତ୍‌ ମିଶ୍ର): ଦେଶର ସେମିକଣ୍ଡକ୍ଟର ମାନଚିତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ହାସଲ କରୁଛି। ନୂଆଦିଲ୍ଲୀଠାରେ ଆୟୋଜିତ ‘ସେମିକନ୍‌ ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?