ମୋଦିଙ୍କ ସମେତ ଧର୍ମେନ୍ଦ୍ର, ଅଶ୍ୱିନୀ,ଜୁଏଲଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର,୧୦ା୬: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନବୀନ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ମୋଦିଙ୍କ ଉଦ୍ଦେଶ୍ୟରେ ଲେଖିଛନ୍ତି, କ୍ରମାଗତ ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ଆପଣଙ୍କର ଏକ ସଫଳ କାର୍ଯ୍ୟକାଳ ଏବଂ ଲୋକଙ୍କ ଆକାଂକ୍ଷା ପୂରଣ କରିବାରେ ଆପଣଙ୍କ ଦଳକୁ ଶୁଭେଚ୍ଛା। ଆମର ପ୍ରିୟ ଦେଶ ଶୀର୍ଷରେ ପହଞ୍ଚୁ। ଏଥିସହିତ ନବୀନ କେନ୍ଦ୍ର କ୍ୟାବିନେଟରେ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବା ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଏବଂ ଜୁଏଲ ଓରାମଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। ଦେଶ ପାଇଁ ଏବଂ ବିଶେଷ ଭାବରେ ଓଡ଼ିଶାର ଲୋକଙ୍କ ପାଇଁ ଆପଣ କେନ୍ଦ୍ର କ୍ୟାବିନେଟ୍‌ରେ ସ୍ଥାନ ପାଇଥିବାରୁ ସଫଳତା କାମନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ସୁଭଦ୍ରା ଯୋଜନାକୁ ନେଇ ଭାଜପା ଉପରେ ବର୍ଷିଲେ ଲେଖାଶ୍ରୀ, କହିଲେ…

ଭୁବନେଶ୍ୱର,୨୬।୭: ରାଜ୍ୟ ସରକାର ବିଧାନସଭାରେ ତାଙ୍କର ପ୍ରଥମ ବଜେଟ ଗୁରୁବାର ଉପସ୍ଥାପନ କରିଥିଲେ । ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ବଜେଟ୍‌ରେ ରାଜ୍ୟର...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri