ମୋଦିଙ୍କ ସମେତ ଧର୍ମେନ୍ଦ୍ର, ଅଶ୍ୱିନୀ,ଜୁଏଲଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର,୧୦ା୬: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନବୀନ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ମୋଦିଙ୍କ ଉଦ୍ଦେଶ୍ୟରେ ଲେଖିଛନ୍ତି, କ୍ରମାଗତ ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ଆପଣଙ୍କର ଏକ ସଫଳ କାର୍ଯ୍ୟକାଳ ଏବଂ ଲୋକଙ୍କ ଆକାଂକ୍ଷା ପୂରଣ କରିବାରେ ଆପଣଙ୍କ ଦଳକୁ ଶୁଭେଚ୍ଛା। ଆମର ପ୍ରିୟ ଦେଶ ଶୀର୍ଷରେ ପହଞ୍ଚୁ। ଏଥିସହିତ ନବୀନ କେନ୍ଦ୍ର କ୍ୟାବିନେଟରେ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବା ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଏବଂ ଜୁଏଲ ଓରାମଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। ଦେଶ ପାଇଁ ଏବଂ ବିଶେଷ ଭାବରେ ଓଡ଼ିଶାର ଲୋକଙ୍କ ପାଇଁ ଆପଣ କେନ୍ଦ୍ର କ୍ୟାବିନେଟ୍‌ରେ ସ୍ଥାନ ପାଇଥିବାରୁ ସଫଳତା କାମନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀ ଦଳ ନେତା ହେଲେ ନବୀନ

ଭୁବନେଶ୍ୱର,୧୯ା୬: ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଥିଲା। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ବିରୋଧୀ...

ବାଲେଶ୍ୱରରେ ଆସନ୍ତାକାଲି ୪ ଘଣ୍ଟା କର୍ଫ୍ୟୁ କୋହଳ

ବାଲେଶ୍ୱର, ୧୯।୬: ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦରୁ ବାଲେଶ୍ୱର ମୁନିସିପାଲିଟି ଅଞ୍ଚଳରେ ଲାଗୁ ହୋଇଥିବା କର୍ଫ୍ୟୁ ଗୁରୁବାର ଚାରି ଘଣ୍ଟା ପାଇଁ କୋହଳ କରାଯାଇଛି। ସ୍ଥିତିକୁ...

ଆରମ୍ଭ ହେଲା ବିଜେଡି ବିଧାୟକ ଦଳ ବୈଠକ, ହୋଇପାରେ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୬: ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଛି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ କିଏ...

ସାର୍ବଜନୀନ ହେବ ରତ୍ନଭଣ୍ଡାର ରିପୋର୍ଟ

ଭୁବନେଶ୍ୱର,୧୯ା୬: ରତ୍ନଭଣ୍ଡାରର ରହସ୍ୟ ଜାଣିବାକୁ ରାଜ୍ୟବାସୀଙ୍କ ମଧ୍ୟରେ ଖୁବ୍‌ ଉତ୍କଣ୍ଠା ରହିଥିବା ବେଳେ ଖୁବ୍‌ଶୀଘ୍ର ଏହା ଉପରୁ ପରଦା ହଟିବାକୁ ଯାଉଛି। ଆସନ୍ତା ଜୁଲାଇ ୮ରେ...

ରତ୍ନଭଣ୍ଡାର ଖୋଲିବା ନେଇ ଏମିତି କହିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୧୯ା୬: ଆସନ୍ତା ଜୁଲାଇ ୮ରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବ। ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରିଛନ୍ତି।...

ବାଲେଶ୍ୱରରେ ଚାଲିଛି କର୍ଫ୍ୟୁ, ହେଲେ କାହିଁକି ବନ୍ଦ ହେଲା ଇଣ୍ଟରନେଟ୍‌

ବାଲେଶ୍ୱର,୧୯।୬(ମାନସ ବିଶ୍ୱାଳ): ଅଶାନ୍ତ ହୋଇପଡିଛି ବାଲେଶ୍ୱର। ନାଳରେ ପ୍ରବାହିତ ଲାଲ ରଙ୍ଗର ପାଣିକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଯାହାପରେ ବାଲେଶ୍ୱରରେ ୧୪୪...

ପ୍ରକାଶ ପାଇଲା OSSTET ରେଜଲ୍ଟ, ଜାଣନ୍ତୁ କେମିତି କରିବେ ଡାଉନ୍‌ଲୋଡ୍‌

କଟକ,୧୯ା୬(କାର୍ତ୍ତିକ ସାହୁ): ବୁଧବାର ପ୍ରକାଶ ପାଇଛି ଓଏସ୍‌ଏସ୍‌ଟିଇଟି ରେଜଲ୍ଟ। (ODISHA SECONDARY SCHOOL TEACHER ELIGIBILITY TEST)। ଏହି ରେଜଲ୍ଟ ଜାଣିବା ପାଇଁ www.bseodisha.ac.inରେ ଲଗ୍‌...

ଜୁଲାଇ ୮ରେ ଖୋଲିବ ରତ୍ନ ଭଣ୍ଡାର, ଭଣ୍ଡାରରେ ରହିଛି ଏତେ ସୁନା-ରୁପା ଅଳଙ୍କାର!

ଭୁବନେଶ୍ୱର,୧୯।୬: ଖୋଲିବ କାଳିଆର ରତ୍ନ ଭଣ୍ଡାର। ଓଡ଼ିଶାରେ ନୂଆ ସରକାର ଶପଥ ନେବା ପରେ ଏବେ ଜୁଲାଇ ୮ରେ ରତ୍ନ ଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri