ପଶ୍ଚିମବଙ୍ଗ ଟ୍ରେନ୍‌ ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ, ସୋସିଆଲ ମିଡିଆରେ ଲେଖିଲେ…

ଭୁବନେଶ୍ୱର,୧୭ା୬: ସୋମବାର ସକାଳେ ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେବାରୁ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ଘଟିଛି। ଅନେକ ଆହତ ହୋଇଛନ୍ତି। ଏହି ମୃତ୍ୟୁସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ଏନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

ନବୀନ ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲ୍‌ ‘ଏକ୍ସ’ରେ ଲେଖିଛନ୍ତି, ଓ୍ବେଷ୍ଟବେଙ୍ଗଲରେ କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣାରେ ୫ ଜଣ ଲୋକ ପ୍ରାଣ ହରାଇବା ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ଯେଉଁମାନେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ସେମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?