ସୁଶାନ୍ତଙ୍କ ପରଲୋକରେ ଶୋକ ପ୍ରକାଶ କଲେ ନବୀନ

ଭୁବନେଶ୍ୱର/ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

ନବୀନ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଶୋକ ପ୍ରକାଶ କରି କହିଛନ୍ତି, ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ସଦସ୍ୟ ସୁଶାନ୍ତ ସିଂଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ବିୟୋଗରେ ଦଳ ଜଣେ ଦକ୍ଷ ସଙ୍ଗଠକ ତଥା ଲୋକପ୍ରିୟ ନେତାଙ୍କୁ ହରାଇଲା। ବିଜୁ ଜନତା ଦଳକୁ ମଜଭୁତ କରିବା ସହ ଲୋକଙ୍କ ସେବାରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଛାଡ଼ିବାକୁ ‘ମିଷ୍ଟର ସିଂ’ଙ୍କୁ ଧମକ, US ବିଜ୍ଞାପନକୁ ନେଇ ହଙ୍ଗାମା

ୱାଶିଂଟନ,୧୧।୯(ପି.ଟି.): ଆମେରିକାର ‘ଡିପାର୍ଟମେଣ୍ଟ ଅଫ୍‌ ହୋମଲ୍ୟାଣ୍ଡ୍‌ ସିକ୍ୟୁରିଟି’ (ଡିଏଚ୍‌ଏସ୍‌) ପକ୍ଷରୁ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ‘X’ରେ ଜାରି କରାଯାଇଥିବା ଏକ ବିଜ୍ଞାପନକୁ ନେଇ ସାରା ବିଶ୍ୱରେ ତୀବ୍ର…

ଲଘୁଚାପ ସକ୍ରିୟ: ଏହି ୧୦ ଜିଲାରେ ଛେଚିବ ବର୍ଷା, ସତର୍କ ସୂଚନା ଜାରି

ଭୁବନେଶ୍ୱର, ୧୧ା୯:ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଫଳରେ ଗୁରୁବାର ଅଧିକାଂଶ ଜିଲାରେ ବର୍ଷା ହୋଇଥିବାବେଳେ କଟକ ଜିଲା ବାଙ୍କୀଠାରେ ସର୍ବାଧିକ ୧୦୪ ମି.ମି. ବର୍ଷ…

ବାରିପଦାରୁ ୨ ଅଡିଟ୍ ଅଫିସର୍‌ଙ୍କୁ ଧରିଲା ବାଲେଶ୍ୱର ଭିଜିଲାନ୍ସ ଟିମ୍

ବାରିପଦା,୧୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ଆଦିବାସୀ ହଷ୍ଟେଲ ଗୁଡିକର ଅଡିଟ…

ଭାରତରେ ପହଞ୍ଚିଲେ ପୁଟିନ: ଜୋରଦାର ସ୍ବାଗତ, ଜିନ୍‌ପିଙ୍ଗଙ୍କୁ ଅପେକ୍ଷା

ନୂଆଦିଲ୍ଲୀ,୧୧।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଶୁକ୍ରବାର ସକାଳେ ଭାରତରେ ପହଞ୍ଚିଥିଲେ। ନୂଆଦିଲ୍ଲୀରେ ପହଞ୍ଚିବା ପରେ ଭାରତୀୟ ଅଧିକାରୀମାନେ…

ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୧୧।୯(ପି.ଟି.): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (ବ୍ରେଣ୍ଟ କ୍ରୁଡ୍‌) ଦର ବୃଦ୍ଧି ଏବଂ ବୈଦେଶିକ ପୁଞ୍ଜି ପ୍ରତ୍ୟାହାର ଯୋଗୁ ଭାରତୀୟ ମୁଦ୍ରା ‘ଟଙ୍କା’ ମୂଲ୍ୟରେ ବଡ଼ ଧରଣର…

ଗୋଟିଏ କୋଠରିରେ ଚାଲିଛି ୪୭ ବର୍ଷର ବିଦ୍ୟାଳୟ: ଅନୁଦାନ ମିଳୁ ନ ଥିବାରୁ ବଦଳୁନାହିଁ ସ୍ଥିତି

ହାଟଡ଼ିହୀ,୧୧l୯ (ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କୁଆଡ଼ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥା ଦେଇ ଗତି କରୁଛି। ଗୋଟିଏ ଶ୍ରେଣୀ କକ୍ଷରେ ଶିଶୁ ବାଟିକାରୁ ୫ମ…

ଭାଙ୍ଗିଲା ସବୁ ରେକର୍ଡ: ସବୁଠୁ ଉତ୍ତପ୍ତ ମାସ ସାଜିଲା ଅଗଷ୍ଟ ୨୦୨୬

ନୂଆଦିଲ୍ଲୀ,୧୧।୯(ପି.ଟି.): ‘ଅଗଷ୍ଟ ୨୦୨୬’ ବିଶ୍ୱ ଇତିହାସରେ ସବୁଠାରୁ ଉତ୍ତପ୍ତ ମାସ ଭାବେ ରେକର୍ଡ କରିଛି। ବିଶ୍ୱର ହାରାହାରି ଭୂପୃଷ୍ଠ ବାୟୁ ତାପମାତ୍ରା ୧୬.୯୬ ଡିଗ୍ରୀ ସେଲ୍‌ସିୟସ ରହିବା…

ନନ୍ଦନକାନନରେ କେମିତି କଟୁଛି ଓରଙ୍ଗ୍‌ଉଟାନଙ୍କ ଜୀବନ: କିଏ କଣ୍ଢେଇ ଧରି ଶୋଉଛି ତ ଆଉ କାହାକୁ ଜ୍ୱର, ଦେଖନ୍ତୁ Video

ବାରଙ୍ଗ/ ତ୍ରିଶୁଳିଆ, ୧୧ା୯ (ଲିଙ୍ଗରାଜ ରାଉତ/ ତୁଷାରକାନ୍ତ ବେହରା):ମା’ଠାରୁ ଅଲଗା ହେବା ପରେ ବାଲେଶ୍ୱର ଜିଲା ରଣକଠା ସଂରକ୍ଷିତ ଜଙ୍ଗଲରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri