କୋଭିଡ ମୁକାବିଲା ପାଇଁ ନବୀନ ଦେଲେ ୯ ମନ୍ତ୍ର

ଭୁବନେଶ୍ୱର,୨୯ା୬(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସମସ୍ତ ଜିଲାପାଳ ଓ ଏସ୍‌ପିଙ୍କ ସହିତ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସୋମବାର କୋଭିଡ ମୁକାବିଲା ସ୍ଥିତି ସମୀକ୍ଷା କରିଛନ୍ତି। ଏଥିସହ ଜୁଲାଇ ମାସରେ କରୋନା ମୁକାବିଲା ପାଇଁ ରୂପ ରେଖ କଣ ରହିବ ସେ ନେଇ ପରାମର୍ଶ ଦେଇଛନ୍ତି। କୋଭିଡ ମୁକାବିଲା ଲାଗି ଜୁଲାଇ ମାସରେ ମୁଖ୍ୟମନ୍ତ୍ରୀ ୯ଟି ମନ୍ତ୍ର ପାଳନ କରିବାକୁ ରାଜ୍ୟବାସୀଙ୍କୁ ଆହ୍ବାନ ଦେଇଛନ୍ତି।
ନଜର ପକାନ୍ତୁ ଉକ୍ତ ୯ ମନ୍ତ୍ର ଉପରେ
୧- ଗ୍ରାମାଞ୍ଚଳରେ କୋଭିଡ କେୟାର କମିଟି ଗଠନ କରାଯିବ।
୨- ପଞ୍ଚାୟତ ଓ ଟିଏମସିରେ କୋଭିଡ କେୟାର ହୋମ ବ୍ୟବସ୍ଥା
୩- କରୋନା ଯୋଦ୍ଧାଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆଯିବ
୪- ବରିଷ୍ଠ ଅଧିକାରୀ ମାନେ ମଧ୍ୟ ସତର୍କତା ଅବଲମ୍ବନ କରିବେ
୫- ସରକାରୀ କାଯର୍ର୍‌ୟାଳୟକୁ କରୋନାଠୁ ଦୂରେଇ ରଖିବାକୁ ପଦକ୍ଷେପ
୬- ମାସ୍କ ନପିନ୍ଧିଲେ, ସାମଜିକ ଦୂରତା ନ ରଖିଲେ ଜିରୋ ଟଲରାନ୍ସ
୭- ଘରୋଇ ହସ୍ପିଟାଲ ଗୁଡିକ ସତର୍କତାମୂଳକ ପଦକ୍ଷେପ ନେବେ
୮-ହଟସ୍ପଟ ଅଞ୍ଚଳ ପାଇଁ ଜିଲାପାଳ ମାନେ ସ୍ବତନ୍ତ୍ର ପଦକ୍ଷେପ ନେବେ
୯- ସରକାରଙ୍କ ସବୁ ବିଭାଗ କରୋନା ଯୁଦ୍ଧରେ ସକ୍ରିୟ ରହିବେ


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ଭାଜପା: ତାଲିକାରେ ପ୍ରଧାନମନ୍ତ୍ରୀ, ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅଛନ୍ତି ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୨୩।୪(ସୁନୀତ ମିଶ୍ର): ଭାଜପା ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri