ଗଣଶିକ୍ଷକଙ୍କୁ ଖୁସି ଖବର ଦେଲେ ନବୀନ: ବଢିଲା ଦରମା

ଭୁବନେଶ୍ୱର,୧।୩: ରାଜ୍ୟ ସରକାର ଗଣଶିକ୍ଷକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଓଟିଇଟି ପାସ୍‌ କରି ନ ଥିବା ଗଣଶିକ୍ଷକଙ୍କ ପାରିଶ୍ରମିକ ଶୁକ୍ରବାର ବୃଦ୍ଧି କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଏହା ଘୋଷଣା କରାଯାଇଛି। ଫଳରେ ଗଣଶିକ୍ଷକଙ୍କ ଦରମା ୭ରୁ ବୃଦ୍ଧି ପାଇଁ ୧୦ ହଜାରରେ ପହଞ୍ଚିଛି। ରାଜ୍ୟର ମୋଟ ୧୧୨୧ ଶିକ୍ଷୟିତ୍ରିଶିକ୍ଷକ ଏହାଦ୍ୱାରା ଉପକୃତ ହେବେ। ସେହପିରି
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ଓଟିଇଟି ପାସ କରିଥିବା ଗଣଶିକ୍ଷକ ମାନଙ୍କୁ Med ଶିକ୍ଷକ (ଏକ୍ସ କ୍ୟାଡର) ଭାବରେ ନିୟମିତ କରାଯିବ। ଏହାଦ୍ୱାରା ରାଜ୍ୟର ୧୪୭୨ ଗଣଶିକ୍ଷକ ଉପକୃତ ହେବେ। ଏହାସହିତ ଯେଉଁ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନକ୍ରିମେଣ୍ଟ ମିଳୁ ନାହିଁ, ସେମାନଙ୍କ ମଧ୍ୟରୁ ଓଟିଇଟି ପାସ କରିଥିବା ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନକ୍ରିମେଣ୍ଟ ପ୍ରଦାନ କରାଯିବ। ଏହାଦ୍ୱାରା ୯୫୨୦ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ଉପକୃତ ହେବେ।
ସୂଚନାଯୋଗ୍ୟ ଯେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଓ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଗଣଶିକ୍ଷକ ମାନେ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ। ଏହି ପ୍ରସ୍ତାବକୁ ବିଚାରକୁ ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri