ମନ୍ତ୍ରୀମାନଙ୍କୁ ପ୍ଲାଜମା ଦାୟିତ୍ୱ ଦେଲେ ନବୀନ: ଜାଣନ୍ତୁ କେଉଁ ମନ୍ତ୍ରୀଙ୍କୁ କେଉଁ ଜିଲା ଦାୟିତ୍ୱ …

ଭୁବନେଶ୍ୱର,୨୪।୭(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପ୍ଲାଜମା ଦାନକୁ ଉତ୍ସାହିତ କରିବା ପାଇଁ ମନ୍ତ୍ରୀମାନଙ୍କୁ ବିଭିନ୍ନ ଜିଲା ଦାୟିତ୍ୱ ଦେଇଛନ୍ତି। ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ଘରକୁ ଯାଇ ମନ୍ତ୍ରୀମାନେ ସେମାନଙ୍କୁ ପ୍ଲାଜମା ଦାନ ନିମନ୍ତେ ଉତ୍ସାହିତ କରିବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ, ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ପୁରୀ ଜିଲାର ଦାୟିତ୍ୱ ଦିଆଯାଇଥିବା ବେଳେ ବିକ୍ରମ କେଶରୀ ଆରୁଖଙ୍କୁ କନ୍ଧମାଳ ଓ ଗଞ୍ଜାମର ଦାୟିତ୍ୱ ଦିଆଯାଇଛି। ସେହିପରି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କୁ ବରଗଡ, ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ଭଦ୍ରକ ଓ କେନ୍ଦ୍ରାପଡା, ପଦ୍ମନାଭ ବେହେରାଙ୍କୁ ଝାରସୁଗୁଡା ଓ ବୌଦ୍ଧ, ପ୍ରତାପ ଜେନାଙ୍କୁ ମୟୂରଭଞ୍ଜ ଓ କଟକ, ଅରୁଣ କୁମାର ସାହୁଙ୍କୁ ନୟାଗଡ ଓ ଖୋର୍ଦ୍ଧା, ସୁଦାମ ମାର୍ଣ୍ଡିଙ୍କୁ ସୋନପୁର, ସୁଶାନ୍ତ ସିଂଙ୍କୁ ବଲାଙ୍ଗୀର ଓ ସମ୍ବଲପୁର, ନବ କିଶୋର ଦାସଙ୍କୁ କଳାହାଣ୍ଡି ଓ ନୂଆପଡା, ଟୁକୁନି ସାହୁଙ୍କୁ ଦେବଗଡ ଓ ସୁନ୍ଦରଗଡ, ଜଗନ୍ନାଥ ସାରକାଙ୍କୁ ଗଜପତି ଓ କୋରାପୁଟ, ଦିବ୍ୟଶଙ୍କର ମିଶ୍ରଙ୍କୁ ଢେଙ୍କାନାଳ, ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ଅନୁଗୋଳ, ସମୀର ରଞ୍ଜନ ଦାଶଙ୍କୁ ଯାଜପୁର, ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କୁ ବାଲେଶ୍ୱର, ପ୍ରେମାନନ୍ଦ ନାୟକଙ୍କୁ କେନ୍ଦୁଝର, ରଘୁନନ୍ଦନ ଦାସଙ୍କୁ ନବରଙ୍ଗପୁର ଓ ଜଗତ୍‌ସିଂହପୁର, ପଦ୍ମିନୀ ଦିଆନଙ୍କୁ ରାୟଗଡା ଏବଂ ତୁଷାରକାନ୍ତି ବେହେରାଙ୍କୁ ମାଲକାନଗିରି ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri