ଦଳର କାର୍ଯ୍ୟକର୍ତ୍ତା ନିଯୁକ୍ତ କଲେ ନବୀନ: ପ୍ରଥମ ଥର ପାଇଁ ୯ ଉପସଭାପତିଙ୍କୁ ଦାୟିତ୍ୱ

ଭୁବନେଶ୍ୱର,୧।୭(ବ୍ୟୁରୋ): ବିଜୁ ଜନତା ଦଳ(ବିଜେଡି) ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦଳର କାର୍ଯ୍ୟକର୍ତ୍ତା ନିଯୁକ୍ତ କରିଛନ୍ତି। ସେ ୮ ବରିଷ୍ଠ ଉପସଭାପତି, ୯ ଉପସଭାପତି, ଜଣେ ସାଧାରଣ ସମ୍ପାଦକଙ୍କୁ ନିଯୁକ୍ତ କରିଛନ୍ତି। ବରିଷ୍ଠ ଉପସଭାପତି ଭାବେ ଅନଙ୍ଗ ଉଦୟ ସିଂଦେଓ, ପ୍ରସନ୍ନ ଆଚାର୍ଯ୍ୟ, ପ୍ରସନ୍ନ ପାଟ୍ଟଶାଣୀ, ପ୍ରଫୁଲ୍ଲ ସାମଲ, ବିଜୟଶ୍ରୀ ରାଉତରାୟ, ଲାଲବିହାରୀ ହିମିରିକା, ଅନନ୍ତ ଦାସ, ବିମ୍ବାଧର କୁଅଁରଙ୍କୁ ନିଯୁକ୍ତ କରାଯାଇଛି।

ପ୍ରଥମ ଥର ପାଇଁ ୯ ଉପସଭାପତିଙ୍କୁ ବିଭିନ୍ନ ଦାୟିତ୍ୱ ଦିଆଯାଇଛି। ମଙ୍ଗଳା କିଷାନଙ୍କୁ ଜନଜାତି ସଶକ୍ତିକରଣ ଓ ସଂଖ୍ୟାଲଘୁ ବ୍ୟାପାର ଦାୟିତ୍ୱ ଦିଆଯାଇଛି। ସୋମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ କଳା, ସଂସ୍କୃତି ଓ ମାନବ ସମ୍ବଳ ବିକାଶ ଦାୟିତ୍ୱ, ଦେବୀ ମିଶ୍ରଙ୍କୁ ଓଡ଼ିଶା ମୋ’ ପରିବାର ଦାୟିତ୍ୱ, ବିକ୍ରମ କେଶରୀ ଆରୁଖଙ୍କୁ ପରିବେଶ, ଉଷାଦେବୀଙ୍କୁ ସାମାଜିକ ମଙ୍ଗଳ, ପ୍ରମିଳା ମଲ୍ଲିକଙ୍କୁ ମହିଳା ସଶକ୍ତୀକରଣ, ବଦ୍ରି ନାରାୟଣ ପାତ୍ରଙ୍କୁ ଆଞ୍ଚଳିକ ଉନ୍ନୟନ, ପ୍ରଦୀପ ଅମାତଙ୍କୁ ସଶକ୍ତ ଓଡ଼ିଶା, ପଦ୍ମାନାଭ ବେହେରାଙ୍କୁ ତଫସିଲଭୁକ୍ତ ଜାତି ସଶକ୍ତିକରଣ ଦାୟିତ୍ୱ ଦିଆଯାଇଛି।

ଏହାଛଡ଼ା ସଞ୍ଜୟ ଦାସବର୍ମାଙ୍କୁ ସାଧାରଣ ସମ୍ପାଦକ ମୁଖ୍ୟାଳୟ ଭାବେ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର…

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri