ରାଜ୍ୟରେ ନବୀନ ବାଣ୍ଟିଛନ୍ତି କଂଗ୍ରେସ ଟିକେଟ୍‌: ଧମେନ୍ଦ୍ରଙ୍କ ବୟାନକୁ ନେଇ ରାଜନୀତିରେ ଚର୍ଚ୍ଚା

ଭୁବନେଶ୍ୱର,୩୦।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉତ୍ତରାଧିକାରୀ ପ୍ରସଙ୍ଗକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି ସମୟରେ ଅନେକ ନେତା ନବୀନଙ୍କୁ କାଉଣ୍ଟର କରୁଛନ୍ତି। ଏହି ସମୟରେ କେନ୍ଦ୍ର ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ଧମେନ୍ଦ୍ର କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ହିଁ ରାଜ୍ୟ କଂଗ୍ରେସ ଟିକେଟ୍‌ ବାଣ୍ଟିଛନ୍ତି। ଓଡ଼ିଶାରେ କଂଗ୍ରେସ ପାର୍ଟି ନବୀନଙ୍କ ପକେଟ୍‌ରେ ଅଛି। ଯେଉଁଠି ଯାହାକୁ ତାଙ୍କର ଇଛା ହେଲା, ସେଠି ଟିକେଟ୍‌ ଦେଇଛନ୍ତି। ବିଜେଡିର କହିବା ଅନୁସାରେ କଂଗ୍ରେସ ବାରମ୍ବାର ପ୍ରାର୍ଥୀ ବଦଳାଇଛି।

ତେବେ ଧର୍ମେନ୍ଦ୍ରଙ୍କ ଏଭଳି ମନ୍ତବ୍ୟକୁ ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସ ଖଣ୍ଡନ କରିଛନ୍ତି।
ଭକ୍ତ କହିଛନ୍ତି, ଏଭଳି ମନ୍ତବ୍ୟରେ କୌଣସି ସତ୍ୟତା ନାହିଁ । ତାଙ୍କ ପାର୍ଟି ବିଫଳ ହେଉଥିବାରୁ ସେ ଏମିତି କହୁଛନ୍ତି। ଓଡ଼ିଶାରେ ବିଜେଡି-ଭାଜପା ମଧ୍ୟରେ ବୁଝାମଣା ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ

ଭୁବନେଶ୍ୱର,୮।୭(ସୁନିତ୍‌ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର…

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri