ଭରସା କଲେ ନବୀନ ୩ ଜଣଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ବ୍ରଜରଜନଗର ୨୯ା୧୨( ବିଜୟ ବରାଡ଼): ଝାରସୁଗୁଡା ଜିଲା ବିଜୁ ଜନତା ଦଳକୁ ସକ୍ରିୟ କରିବା ପାଇଁ ବିଜେଡିର ସଭାପତି ନବୀନ ପଟନାୟକ ବ୍ରଜରଜନଗର ପୌରାଞ୍ଚଳରୁ ୩ ଜଣଙ୍କୁ ଉପ ସଭାପତି ଦାୟୀତ୍ୱ ଦେଇଛନ୍ତି। ସେମାନେ ହେଲେ ବ୍ରଜରଜନଗର ପୂର୍ବତନ ପୌରାଧ୍ୟକ୍ଷ ନନ୍ଦ କିଶୋର ଅଗ୍ରୱାଲ, ବରିଷ୍ଠ ଆଇନୀଜୀବୀ ବିଶ୍ୱନାଥ ନାୟକ, ବିଜେଡି ଗଠନ ପରେ ବ୍ରଜରଜନଗରର ପ୍ରଥମ ସଭାପତି କୁଳମଣି ଦାସ। ଏମାନେ ଦୀର୍ଘ ବର୍ଷ ହେଲା ବିଜେଡିରେ ରହି ଦଳ ପାଇଁ କାର୍ଯ୍ୟ କରି ଆସୁଛନ୍ତି। ଆଗାମୀ ପୌର ନିର୍ବାଚନ ଓ ପଞ୍ଚାୟତ ନିର୍ବାଚନରେ ଏମାନେ ଦଳକୁ ବିଜୟୀ କରାଇବାରେ ସକ୍ରିୟ ଭୂମିକା ଗ୍ରହଣ କରିବେ। ନବୀନ ପଟନାୟକ ଭରସା କରି ଦାଇତ୍ୱ ଦେଇଥିବାରୁ ତାଙ୍କୁ ଧନ୍ୟବାଦ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଭାବେ କରୁଥିଲେ ଗୋରୁ ଚାଲାଣ, ଅଭିଯୁକ୍ତ ଜିତୁଙ୍କୁ ବାନ୍ଧିଲା…

ଆନନ୍ଦପୁର/ହାଟଡିହୀ,୨୧l୫(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଗୁହାଳିଆ ଗ୍ରାମର ଅମିନ ଜେନାଙ୍କ ପୁଅ ସୁବ୍ରତ କୁମାର ଜେନା (୩୮) ଓରଫ ଜିତୁଙ୍କୁ ଗୁରୁବାର…

ଗ୍ଲାମ ଇଣ୍ଡିଆରେ ଚମକିଲେ କଳାହାଣ୍ଡିର ଝିଅ ଅନ୍ବେଷା ମିଶ୍ର

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଭବାନୀପାଟଣାର ଝିଅ ଅନ୍ବେଷା ମିଶ୍ର(୧୩) ସମ୍ମାନଜନକ ଗ୍ଲାମ ଇଣ୍ଡିଆରେ ପ୍ରତିଯୋଗିତାରେ କୃତିତ୍ବ ହାସଲ କରି ଜିଲା ପାଇଁ ଗୌରବ ଆଣିଛନ୍ତି। ପ୍ରିଟିନ୍ ବର୍ଗରେ…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri