୭୮ରେ ନବୀନ

ଭୁବନେଶ୍ୱର, ୧୬।୧୦: (ସୁନିତ୍‌ ମିଶ୍ର)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ୭୮ ବର୍ଷ ବୟସରେ ପଦାର୍ପଣ କରିବେ। ହେଲେ ଚଳିତଥର ମୁଖ୍ୟମନ୍ତ୍ରୀ ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ ବୋଲି ରବିବାର ସୂଚନା ଦେଇଛନ୍ତି। ଗତ ମାସରେ ତାଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ବିୟୋଗ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ଜନ୍ମଦିନ ପାଳନ କରିବେ ନାହିଁ ବୋଲି କହିଛନ୍ତି। ତେଣୁ ଏଥର ଶୁଭେଚ୍ଛା ଜଣାଇବା ଲାଗି ନବୀନ ନିବାସକୁ କେହି ନ ଆସିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛୁମାନଙ୍କୁ ଅନୁରୋଧ କରିଛନ୍ତି। ସୂଚନାଯୋଗ୍ୟ ଯେ, ଗତ କିଛିବର୍ଷ ହେଲା ବିଭିନ୍ନ କାରଣ ସକାଶେ ମୁଖ୍ୟମନ୍ତ୍ରୀ ନିଜ ଜନ୍ମଦିନ ପାଳନ କରୁନାହାନ୍ତି। କୋଭିଡ ସମୟରେ ମଧ୍ୟ ସେ ତାଙ୍କ ଜନ୍ମଦିନ ପାଳନ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ରାଜଧାନୀରୁ ନକଲି ଡାକ୍ତର ଗିରଫ: ପ୍ରେମ ଜାଲରେ ଫସାଇଲେ ମହିଳା ଡାକ୍ତରଙ୍କୁ

ଭୁବନେଶ୍ୱର,୬।୨:ରାଜଧାନୀରୁ ନକଲି ଡାକ୍ତର ସରୋଜ ମିଶ୍ର ଓରଫ ସିଦ୍ଧାର୍ଥ ଶଙ୍କରଙ୍କୁ ଗିରଫ କରାଯାଇଛି। ମଞ୍ଚେଶ୍ୱର ପୋଲିସ ସିଦ୍ଧାର୍ଥଙ୍କୁ ୧ଲକ୍ଷ ୩୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଗିରଫ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri