ନୂଆପଡ଼ାରେ ନବୀନ: ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରି…

ଭୁବନେଶ୍ୱର,୭।୧୧: ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଦିନିକିଆ ନୂଆପଡ଼ା ଗସ୍ତରେ ଯାଇ ପହଞ୍ଚିଛନ୍ତି। ନବୀନଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିବେ। ଏହି ଅବସରରେ ନବୀନ ଖରିଆର୍‌ ରୋଡ୍‌ ଏନ୍‌ଏସି ଅଞ୍ଚଳର ଦାଗା, ବିଜୁ ପଟ୍ଟନାୟକ ଏବଂ ଲକ୍ଷ୍ମଣିଆ ପେଟ୍ରୋଲ ପମ୍ପ ଛକ ଦେଇ ରୋଡ୍‌ ଶୋ କରିବେ।

ସେହିପରି ନୂଆପଡ଼ା ଏନ୍‌ଏସିର ସୂର୍ଯ୍ୟନଗର, ଗାୟତ୍ରୀ ମନ୍ଦିର ଏବଂ ଏକ୍‌ତା ଛକଠାରେ ରୋଡ୍‌ ଶୋ’ କରିବା କାର୍ଯ୍ୟକ୍ରମ ରହିଛି। ଏହାସହ ନୂଆପଡ଼ା ବ୍ଲକର ପରକୋଦଠାରେ ଏକ ସାଧାରଣ ସଭାକୁ ସେ ସମ୍ବୋଧିତ କରିବେ ବୋଲି ଜଣାପଡିଛି।

ସୂଚନାଯୋଗ୍ୟ, ଗତ ୩ ତାରିଖରେ ନବୀନ ନୂଆପଡ଼ା ଯାଇ କୋମନା ବ୍ଲକ ଠାରେ ଆୟୋଜିତ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୨ ମୃତ ୮୪ ଆହତ

ବେଜିଂ,୧୯।୧: ପଶ୍ଚିମ ଚାଇନାର ଆଭ୍ୟନ୍ତରୀଣ ମଙ୍ଗୋଲିଆ ସ୍ବୟଂଶାସିତ ଅଞ୍ଚଳର ବାଓଟୋଉ ସହରରେ ରବିବାର (ଜାନୁଆରୀ ୧୮) ଏକ ଷ୍ଟିଲ ପ୍ଲାଣ୍ଟରେ ଏକ ବଡ଼ ବିସ୍ଫୋରଣ ଘଟିଥିଲା।...

ପାଳନ ହେଉନି ଏନ୍‌ଜିଟି ନିର୍ଦ୍ଦେଶ : ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି ସ୍ଥାନୀୟ ବାସିନ୍ଦା

ପୁରୀ,୧୯ା୧(ଅଜିତ୍‌ କୁମାର ମହାନ୍ତି): ପୁରୀ ବଳିଆପଣ୍ଡା ଡମ୍ପିଂୟାର୍ଡ ପ୍ରସଙ୍ଗରେ ଏନ୍‌ଜିଟିର ନିର୍ଦ୍ଦେଶକୁ ପ୍ରଶାସନ ଫୁ’ କରି ଦେଇଥିବା ଦେଖିବାକୁ ମିଳୁଛି। ଏନ୍‌ଜିଟିର ନିର୍ଦ୍ଦେଶ ସତ୍ତ୍ୱେ ଅଳିଆ...

Ind Vs NZ: ODI ସିରିଜ ପରାଜୟ ଉପରେ ଆସିଲା ଅଧିନାୟକ ଗିଲଙ୍କ ବୟାନ – ‘ବିରାଟଙ୍କ ବ୍ୟାଟିଂ ଏକ ‘ପ୍ଲସ ପଏଣ୍ଟ’ କିନ୍ତୁ…’

ନୂଆଦିଲ୍ଲୀ,୧୯।୧: ଭାରତୀୟ ଅଧିନାୟକ ଶୁବମନ ଗିଲ, ଜାନୁଆରୀ ୧୮, ୨୦୨୬ ରବିବାର ନ୍ୟୁଜିଲାଣ୍ଡ ବିପକ୍ଷରେ ଦିନିକିଆ ସିରିଜ ହାରିବା ପରେ କହିଛନ୍ତି ଯେ ବିରାଟ କୋହଲିଙ୍କ...

ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ଜନ୍ମ ଶତବାର୍ଷିକୀ

ବରଗଡ଼,୧୯ା୧(ପ୍ରେମାନନ୍ଦ ଖମାରୀ): ସୋମବାର ସ୍ବାଧୀନତା ସଂଗ୍ରାମୀ ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ଜନ୍ମ ଶତବାର୍ଷିକୀ। ଏହି ଅବସରରେ ବରଗଡ଼ରେ ବହ୍ନିକନ୍ୟାଙ୍କ ଜନ୍ମ ଶତବାର୍ଷିକୀକୁ ଜିଲା ପ୍ରଶାସନ ଏବଂ...

ଭାଜପା ଅଧ୍ୟକ୍ଷ ନିର୍ବାଚନ ପାଇଁ ଭୋଟର ତାଲିକାରୁ ଲାଲକୃଷ୍ଣ ଆଡଭାନୀ, ମୁରଲୀ ମନୋହର ଯୋଶୀଙ୍କ ନାମ ଆଉଟ, ଜାଣନ୍ତୁ କ’ଣ ଏହାର କାରଣ

ନୂଆଦିଲ୍ଲୀ,୧୯।୧: ମଙ୍ଗଳବାର (ଜାନୁଆରୀ ୨୦) ରେ ଭାଜପାକୁ ନୂତନ ରାଷ୍ଟ୍ରୀୟ ଅଧ୍ୟକ୍ଷ ମିଳିବ, କିନ୍ତୁ ଏଥର ଆଗାମୀ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନରେ ଏକ ଐତିହାସିକ...

ଅଟୋରେ ପେଟିପେଟି ମଦ ଆଣି ବ୍ୟବସାୟ କରୁଛନ୍ତି ଦମ୍ପତି, ଭିଡିଓ ଭାଇରାଲ ପରେ…

ଦାରିଙ୍ଗବାଡ଼ି,୧୯ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ିରେ ବେଧଡ଼କ ଚାଲିଛି ଚୋରା ମଦକାରବାର ଓ ଜୁଆ ଆଡ୍ଡା। ସିମନବାଡ଼ିଠାରୁ ରାଇକିଆକୁ ସଂଯୋଗ କରୁଥିବା ତେଲି...

ଚିପ୍‌ସ ପ୍ୟାକେଟ୍‌ରେ ଲୁଚିଛି ମୃତ୍ୟୁ: ୨ ମାସରେ ଗଲାଣି ୩ ଶିଶୁଙ୍କ ଜୀବନ, ଖୁବ୍‌ଶୀଘ୍ର ସରକାର…

ଭୁବନେଶ୍ୱର,୧୯ା୧(ତ୍ରିନାଥ ମହାନ୍ତି): ଖାଦ୍ୟ ସହ ଖେଳ ଖେଳୁଛନ୍ତି ଚିପ୍‌ସ କମ୍ପାନୀ। ବେପାର ବଢାଇବା ପାଇଁ ଚିପ୍‌ସ ପ୍ୟାକେଟ୍‌ ଭିତରେ ଛୋଟ ଖେଳନା, ବେଲୁନ ଆଦି ବିଭିନ୍ନ...

ଆତଙ୍କବାଦୀଙ୍କୁ କ୍ରିପ୍ଟୋ ପାଣ୍ଠି

ଶ୍ରୀନଗର/ନୂଆଦିଲ୍ଲୀ,୧୯ା୧,(ପି.ଟି./ଏଜେନ୍ସି): କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରରେ ସୀମାପାର ଆତଙ୍କବାଦ ଉପରେ ଲଗାମ କଷିବା ପାଇଁ ପୋଲିସ ଓ ସେନା ପକ୍ଷରୁ ଘନଘନ ଚଢ଼ାଉ ସହ ତଲାସି ଅଭିଯାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri