ଭାଜପାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ଉତ୍ସବକୁ ନବୀନଙ୍କୁ ନିମନ୍ତ୍ରଣ, ମନମୋହନ କହିଲେ…

ଭୁବନେଶ୍ୱର,୧୧।୬: ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ୧୨ ତାରିଖରେ ଶପଥ ଗ୍ରହଣ କରିବେ। ଏହା ପୂର୍ବରୁ ବଡ଼ ଖବର ସାମ୍ନାକୁ ଆସିଛି। ଭାଜପା ଏହି ଶପଥ ସମାରୋହରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛି। ନବୀନ ନିବାସ ଯାଇ ନିମନ୍ତ୍ରଣ ଭାଜପାର ୫ ବରିଷ୍ଠ ନେତା ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ନିତ୍ୟାନନ୍ଦ ଗଣ୍ଡ, ସମୀର ମହାନ୍ତି ନିମନ୍ତ୍ରଣ ଦେଇଛନ୍ତି। ଏନେଇ ମନମୋହନ କହିଛନ୍ତି ନବୀନ ବାବୁ ଶପଥ ଗ୍ରହଣ ଉତ୍ସବରେ ନିଶ୍ଚିତ ପହଞ୍ଚିବେ।

ଅନ୍ୟପଟେ ଓଡ଼ିଶାରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସ୍‌ପେନ୍ସ ଲାଗିରହିଛି। ତେବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁକୁ ନେଇ ଆଜି ସ୍ପଷ୍ଟ ହୋଇଯିବ। ଏସବୁ ଭିତରେ ନୂଆ ମୁଖ୍ୟମନ୍ତ୍ରୀ ଆସନ୍ତା ବୁଧବାର ଅପରାହ୍ନ ୪.୪୫ରେ ଶପଥ ଗ୍ରହଣ କରିବେ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, କେନ୍ଦ୍ର କ୍ୟାବିନେଟ ମନ୍ତ୍ରୀ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କୁ ଓଡ଼ିଶା ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଥିବା ବେଳେ ଆଜି ସେମାନେ ଓଡ଼ିଶା ଗସ୍ତରେ ଆସି ଭାଜପା ବିଧାୟକ ଦଳ ବୈଠକରେ ଯୋଗ ଦେବେ। ଏହାପରେ କିଏ ହେବେ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ସେ ତର୍ଜମା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri