କେବଳ ଓଡ଼ିଶାରେ ନୁହେଁ ଦେଶରେ ପ୍ରଥମ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ 

ଭୁବନେଶ୍ୱର,୧୯। ୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  କେବଳ ରାଜ୍ୟ ନୁହେଁ ଦେଶରେ ମଧ୍ୟ ଲୋକପ୍ରିୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁଠାରୁ ଅଧିକ ଲୋକପ୍ରିୟ ସିଏମ୍‌ ।
‘ମୁଡ ଅଫ ଦି ନେସନ’ ସର୍ଭେ ରିପୋର୍ଟ ଅନୁଯାୟୀ, ଜନପ୍ରିୟ ନେତା ଭାବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି । ନବୀନଙ୍କ ପରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ତୃତୀୟ ସ୍ଥାନରେ ଅଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ।
୨୦୦୦ରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ପଦରେ ଥିବା ନବୀନ ଲୋକପ୍ରିୟତାରେ ୫୨.୭% ରେଟିଂ ପାଇଛନ୍ତି । ଓଡ଼ିଶାର ମୁଖ୍ୟମନ୍ତ୍ରୀ ରହିଥିବା ନବୀନ ଦେଶର ଶ୍ରେଷ୍ଠ ଜନପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ନିଜ ସ୍ଥାନକୁ ବଜାୟ ରଖିଛନ୍ତି । ୟୁପି ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ସର୍ଭେ ରେଟିଂରେ ମିଳିଛି ୫୧.୩ ପ୍ରତିଶତ ଏବଂ ହିମନ୍ତଙ୍କୁ ସର୍ଭେରେ ୪୮.୬% ରେଟିଂ ମିଳିଛି। କିଏ ଦେଶର ସବୁଠାରୁ ଜନପ୍ରିୟ ମୁଖ୍ୟମନ୍ତ୍ରୀ ? ଜାତୀୟସ୍ତରରେ ଏ ସର୍ଭେରେ ଗୁଜୁରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ୪୨.୬% ପାଇ ୪ର୍ଥ ସ୍ଥାନ ଅଧିକାର କରିଥିବାବେଳେ ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହ ୪୧.୪% ପାଇ ୫ମ ସ୍ଥାନରେ ରହିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?