Posted inଜାତୀୟ

ନବୀନ ଜିନ୍ଦଲଙ୍କୁ ହତ୍ୟା ଧମକ: ପୋଲିସରେ ଏତଲା

ନୂଆଦିଲ୍ଲୀ,୨୯।୬: ପ୍ରଫେଟ୍‌ ମହମ୍ମଦଙ୍କ ଉପରେ ନୂପୁର ଶର୍ମାଙ୍କ ବିବାଦୀୟ ମନ୍ତବ୍ୟ ପରେ ଭାଜପାରୁ ବହିଷ୍କୃତ ହୋଇଥିବା ନବୀନ ଜିନ୍ଦଲଙ୍କୁ ଏବେ ହତ୍ୟା ଧମକ ମିଳିଛି। ଏନେଇ ସେ ପୋଲିସ ନିକଟରେ ଅଭିଯୋଗ କରିଛନ୍ତି। ବୁଧବାର ନବୀନ ଜିନ୍ଦଲ ଟୁଇଟ କରି ଏହି ସୂଚନା ଦେଇଛନ୍ତି। ଡିସିପି ପୂର୍ବ ଦିଲ୍ଲୀ, ସାଇବର ସେଲ୍‌ ଏବଂ ଦିଲ୍ଲୀ ପୋଲିସ କମିଶନରଙ୍କୁ ତୁରନ୍ତ ଏହା ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ କହିଛନ୍ତି। ସୂଚନାଯୋଗ୍ୟ, ଏହି ଧମକ ନବୀନ ଜିନ୍ଦଲଙ୍କୁ ଇ-ମେଲ୍‌ ମାଧ୍ୟମରେ ଦିଆଯାଇଛି। ବୁଧବାର ସକାଳ ୬ଟା ୪୩ରେ ତାଙ୍କୁ ୩ଟି ଇ-ମେଲ୍‌ ଆସିଥିଲା। ଯେଉଁଥିରେ ଉଦୟପୁରର କହ୍ନେୟା ଲାଲଙ୍କ ତଣ୍ଟି କାଟିବାର ଏକ ଭିଡିଓକୁ ପଠାଯାଇଥିଲା। ସେଥିରେ ନବୀନ ଓ ତାଙ୍କ ପରିବାର ଲୋକଙ୍କ ମଧ୍ୟ ତଣ୍ଟି କାଟିବାକୁ ଧମକ ଦିଆଯାଇଛି। ଏନେଇ ନବୀନ ପୋଲିସରେ ଏତଲା ଦେଇଛନ୍ତି ବୋଲି ଟୁଇଟ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୩ ରାଶିଙ୍କ ପାଇଁ ମାର୍ଚ୍ଚ ମାସ ଅତ୍ୟନ୍ତ ଭାଗ୍ୟଶାଳୀ, ଖୋଲିଯବ ଉନ୍ନତିର ରାସ୍ତା

ବର୍ଷର ଦ୍ୱିତୀୟ ମାସ ଫେବୃଆରୀ ଶେଷ ହେବ। ବର୍ଷର ତୃତୀୟ ମାସ ଅର୍ଥାତ୍‌ ମାର୍ଚ୍ଚର ଆଗମନ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାର୍ଚ୍ଚ ମାସ ବହୁତ ସ୍ବତନ୍ତ୍ର ହେବାକୁ…

ଭାଜପା ଇଚ୍ଛାଧାରୀ ନାଗ, ମୋଦିଙ୍କୁ ନେଇ କ’ଣ କହିଲେ ପବନ ଖେରା ଜାଣନ୍ତୁ

ନୂଆଦିଲ୍ଲୀ,୨୭।୨: ଶୁକ୍ରବାର (୨୭ ଫେବୃଆରୀ) ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀ ଅବକାରୀ ନୀତି ସହିତ ଜଡିତ ଏକ CBI ମାମଲାରେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ…

୧ ମାର୍ଚ୍ଚରୁ ବନ୍ଦ ହୋଇଯିବ ଏମାନଙ୍କର ହ୍ବାଟ୍ସଆପ! ଲକ୍ଷ ଲକ୍ଷ ବ୍ୟବହାରକାରୀଙ୍କୁ ପ୍ରଭାବିତ କରିବ ନୂଆ ନିୟମ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୨୭।୨: SIM-Binding ନିୟମ ସମ୍ପର୍କରେ ଚିତ୍ର ଏବେ ସ୍ପଷ୍ଟ ହେବାରେ ଲାଗିଛି। ରିପୋର୍ଟ ଅନୁଯାୟୀ, କେନ୍ଦ୍ର ସରକାର ସ୍ପଷ୍ଟ ଭାବରେ ସୂଚିତ କରିଛନ୍ତି ଯେ ମେସେଜିଂ ଆପ…

ବାପାଙ୍କ ମୃତ୍ୟୁ ପରେ ରିଙ୍କୁ ସିଂ ପରବର୍ତ୍ତୀ ମ୍ୟାଚ ଖେଳିବେ ନା ନାହିଁ? BCCI ଦେଲା ବଡ଼ ସୂଚନା

ନୂଆଦିଲ୍ଲୀ,୨୭।୨: ଟିମ ଇଣ୍ଡିଆର ଷ୍ଟାର ଖେଳାଳି ରିଙ୍କୁ ସିଂଙ୍କ ପିତା ଖାନଚାନ୍ଦ ସିଂଙ୍କ ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନ ଧରି କର୍କଟ ରୋଗରେ ପୀଡିତ ଥିଲେ।…

ଆକ୍ସନରେ ପ୍ରଶାସନ: ଇଟା ଭାଟିରେ ଚଢ଼ିଲା ବୁଲ୍‌ଡୋଜର

ଆସିକା,୨୭।୨: ଗଞ୍ଜାମ ଜିଲା ଋଷିପୁର ନିକଟରେ ଥିବା ବେଆଇନ ଇଟା ଭାଟିରେ ଶୁକ୍ରବାର ବୁଲ୍‌ଡୋଜର ଚଢିଛି। ତହସିଲଦାରଙ୍କ ସହ ସ୍ଥାନୀୟ ପୋଲିସ ଉପସ୍ଥିତରେ କଟାଯାଇଥିବା ହଜାର ହଜାର…

ଜିମ୍ବାଓ୍ବେ ବିପକ୍ଷର ବିଜୟ ପଡିଲା ଫିକା? ଟିମ ଇଣ୍ଡିଆର ଏହି ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ,୨୭।୨: ICC T20 ବିଶ୍ୱକପ ୨୦୨୬ର ସୁପର ୮ ମ୍ୟାଚରେ ଭାରତ ଜିମ୍ବାୱେକୁ ୭୨ ରନରେ ପରାସ୍ତ କରି ସେମିଫାଇନାଲରେ ପହଞ୍ଚିବାର ଆଶାକୁ ପୁନର୍ଜୀବିତ କରିଛି। ଏହି…

ବିବାହ ପରେ ପ୍ରଥମଥର ଏକାଠି ନଜର ଆସିଲେ ରଶ୍ମିକା-ବିଜୟ, ବିମାନବନ୍ଦରରେ ଗ୍ରାଣ୍ଡ ଓ୍ବେଲକମ୍‌ କଲେ ପ୍ରଶଂସକ

ମୁମ୍ବାଇ: ଦକ୍ଷିଣ ସିନେମାର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ଫେବୃଆରୀ ୨୬ ତାରିଖରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ବିବାହ ପରେ…

କେନ୍ଦ୍ରୀୟ ବିଦ୍ୟାଳୟ ଅସ୍ଥାୟୀ କୋଠା ମରାମତିରେ ଖର୍ଚ୍ଚ ହେବ ୪୯ ଲକ୍ଷ ଟଙ୍କା, +୨ ଖୋଲିବା ପାଇଁ…

ଭଞ୍ଜନଗର,୨୭ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ଚଳିତ ବର୍ଷର ତୃତୀୟ ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ଉପଜିଲାପାଳ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri