ଭାଜପା ଉପରେ ବର୍ଷିଲେ ନବୀନ, ସୁଭଦ୍ରାକୁ ନେଇ କହିଲେ ବଡ଼ କଥା…

ଭୁବନେଶ୍ୱର,୨।୧୦: ଆରମ୍ଭ ହୋିଛି ବିଜେଡିର ଜନ ସମ୍ପର୍କ ପଦଯାତ୍ରା। ପଦଯାତ୍ରାର ଶୁଭାରମ୍ଭ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଭୁବନେଶ୍ୱର ଏକାମ୍ର ନିର୍ବାଚନମଣ୍ଡଳୀରୁ ଜନସମ୍ପର୍କ ପଦଯାତ୍ରା ଆରମ୍ଭ କରିଛନ୍ତି।

ତେବେ ପଦଯାତ୍ରା ଆରମ୍ଭରୁ ସେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ମିଛ କହି ଭାଜପା କ୍ଷମତାକୁ ଆସିଛି। ପଦ ଯାତ୍ରାରେ ଭାଜପା ସରକାରକୁ ନିଶାନା କରିଛନ୍ତି ନବୀନ। ସେମାନେ ବିଏସକଓ୍ବୋଇ ନାଁ ବଦଳାଇଛନ୍ତି, ଲୋକ ସବୁ ଜାଣନ୍ତି। ୩ଶହ ୟୁନିଟ ମାଗଣା ବିଜୁଳି, ୩ ହଜାର ଭତ୍ତା ଦେବେ କହିଥିଲେ। ମା’ ମାନଙ୍କୁ ୫୦ ହଜାର ଦେବେ କହିଥିଲେ, କେତେ ଜଣ ପାଇଲେଣି ବୋଲି ନବୀନ ପ୍ରଶ୍ନ କରିଛନ୍ତି।

ସେ ଆହୁରି କହିଛନ୍ତି, ଏ ସରକାର ଉପରେ ଲୋକଙ୍କ ଭରସା ନାହିଁ, ଲୋକ ମିଛ ଜାଣିଲେଣି। ମିଛ କହି ନିର୍ବାଚନ ଜିତିପାରନ୍ତି, କିନ୍ତୁ ଲୋକଙ୍କ ହୃଦୟ ଜିତିପାରିବେନି। ଭାଜପା ଠାରୁ ବିଜେଡି ଅଧିକ ଭୋଟ ପାଇଛି, ଆମେ ଲୋକଙ୍କ ହୃଦୟରେ ଅଛୁ। ସରକାରୀ କର୍ମଚାରୀ ରାଜଭବନରେ ବି ସୁରକ୍ଷିତ ନୁହଁନ୍ତି। ମୁଁ କ୍ଷମତାରେ ଥାଏ ବା ନଥାଏ, ଲୋକ ସେବା ଜାରି ରହିବ ବୋଲି ନବୀନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri