୨୪ ବର୍ଷ ପରେ ପ୍ରଥମ ଥର ହାରିଲେ ନବୀନ

ଭୁବନେଶ୍ୱର/ ହିଞ୍ଜିଳିକାଟୁ /ବଲାଙ୍ଗୀର/କଣ୍ଟାବାଞ୍ଝି (ଅନିଲ ଦାସ/ଦ୍ୱିତୀକୃଷ୍ଣ ପଣ୍ଡା/ବୀରେନ୍ଦ୍ର କୁମାର ଝାଙ୍କର/ଗୁରୁଦୟାଲ ହଂସ) ୫ା୬:
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ୨୪ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ନିର୍ବାଚନରେ ପରାଜିତ ହୋଇଛନ୍ତି। କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ସେ ହାରି ଯାଇଛନ୍ତି। ଭାଜପା ପ୍ରାର୍ଥୀ ଲକ୍ଷ୍ମଣ ବାଗଙ୍କ ତାଙ୍କୁ ପରାସ୍ତ କରିଛନ୍ତି। ଚଳିତ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ହିଞ୍ଜିଳି ସମେତ କଣ୍ଟାବାଞ୍ଜିରୁ ପ୍ରାର୍ଥୀ ହୋଇଥିଲେ। ଉଭୟ ଆସନରେ ବିଜୟୀ ହେବେ ବୋଲି ଆଶା କରାଯାଉଥିଲା। ହେଲେ କଣ୍ଟାବାଞ୍ଜିରୁ ଭାଜପା ପ୍ରାର୍ଥୀ ତାଙ୍କୁ କଡା ଟକ୍କର ଦେଲେ । ବାଗ୍‌ ୧୬,୩୨୧ ଖଣ୍ଡ ଭୋଟରେ ମୁଖ୍ୟମନ୍ତ୍ରୀଙ୍କୁ ପରାସ୍ତ କରିଛନ୍ତି। ଲକ୍ଷ୍ମଣ ବାଗ ୯୦,୫୯୦୪ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ମୁଖ୍ୟମନ୍ତ୍ରୀ ୭୪,୨୭୩ ଖଣ୍ଡ ଭୋଟ୍‌ ପାଇଛନ୍ତି। କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ୨୬,୭୪୬ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ନିଜର ପାରମ୍ପରିକ ସିଟ୍‌ ହିଞ୍ଜିଳିରୁ ୪୬୪୯ ଖଣ୍ଡ ଭୋଟରେ ଜିତିଛନ୍ତି।ସେ ଭାଜପାର ଶିଶିର କୁମାର ମିଶ୍ରଙ୍କୁ ପରାସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ୬୬,୩୫୮ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ଶିଶିର କୁମାର ମିଶ୍ର ୬୧,୭୦୯ ଖଣ୍ଡ ଭୋଟ୍‌ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri