ଜିତୁ ମୁଣ୍ଡା ଘଟଣାରେ ମୁହଁ ଖୋଲିଲେ ନବୀନ: କହିଲେ ମୁଁ ବଞ୍ଚିଥିବା ଯାଏ…

ଭୁବନେଶ୍ୱର,୩୦।୪: କେନ୍ଦୁଝର କଙ୍କାଳ ଘଟଣାକୁ ନେଇ ବର୍ଷିଲେ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ମାଟି ତଳୁ କଙ୍କାଳ କାଢ଼ି ପ୍ରମାଣ ଦେବା କିଭଳି ମହିଳା ସଶକ୍ତିକରଣ ବୋଲି ନବୀନ ପ୍ରଶ୍ନ କରିଛନ୍ତି। ନବୀନ କହିଛନ୍ତି, ଡବଲ ଇଞ୍ଜିନ ସରକାରରେ ବ୍ୟାଙ୍କ କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଛି। ବିଜୁ ବାବୁ ପ୍ରଥମ ରାଜ୍ୟ ଭାବେ ଓଡ଼ିଶାରେ ମହିଳାଙ୍କୁ ୩୩% ସଂରକ୍ଷଣ ଦେଇଥିଲେ। ୨୦୦୦ ମସିହାରେ ମୋ ସରକାର ୫୦% ସଂରକ୍ଷଣ ଦେଇଥିଲା। ମୁଁ ମୁଖ୍ୟମନ୍ତ୍ରୀଙ୍କୁ ଏବଂ ସମସ୍ତ ସଂସାଦଙ୍କୁ ଚିଠି ଲେଖିଛି । ସୀମା ନିର୍ଦ୍ଧାରଣ ବିଲ ରାଜ୍ୟର ରାଜନୈତିକ ଅଧିକାରୀ କମେଇବ। ମୁଁ ଥିବା ଯାଏ ଓଡ଼ିଶାବାସୀ ହକ୍‌ରୁ ବଞ୍ଚିତ ହେବେ ନାହିଁ। ମହିଳାଙ୍କ ପାଇଁ ଭାଜପା ବିଧାୟକ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ନବୀନ କହିଛନ୍ତି।

ସେପଟେ ଗୃହରେ ନବୀନଙ୍କୁ ଟାର୍ଗେଟ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଦାନା ମାଝୀ ଘଟଣାରେ ଓଡ଼ିଶା ନିନ୍ଦିତ ହୋଇଥିଲା। ସେତେବେଳେ ନବୀନ ବାବୁ କ’ଣ କରୁଥିଲେ? ଆଜି କହୁଛନ୍ତି ଭାଜପା ବିଧାୟକ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି, ବିଜୁ ବାବୁଙ୍କ ପ୍ରତି ଆମର ସମ୍ମାନ ରହିଛି। ନବୀନଙ୍କ ୨୫ ବର୍ଷ ଶାସନରେ ମହିଳାଙ୍କ ପ୍ରତି ଅନ୍ୟାୟ ହୋଇଛି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri