କେନ୍ଦ୍ର ସରକାରଙ୍କ ପରେ ନବୀନଙ୍କ ଦୀପାବଳି ଉପହାର; ତେଲ ଉପରୁ କମାଇଲେ ୩ ଟଙ୍କା ଭାଟ୍‌

ଭୁବନେଶ୍ୱର,୪।୧୧(ବ୍ୟୁରୋ): ଦୀପାବଳିରେ ରାଜ୍ୟ ସରକାରଙ୍କ ଭେଟି। କେନ୍ଦ୍ର ସରକାରଙ୍କ ପରେ ଏବେ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରୁ ଭାଟ୍‌ ହ୍ରାସ କରିଛନ୍ତି। ବୁଧବାର କେନ୍ଦ୍ର ସରକାର ପେଟ୍ରୋଲ ଉପରୁ ୫ ଟଙ୍କା, ଡିଜେଲ ଉପରୁ ୧୦ ଟଙ୍କା ଉତ୍ପାଦ ଶୁଳ୍କ ହ୍ରାସ କରିଥିଲେ। ଏବେ ରାଜ୍ୟ ସରକାର ପେଟ୍ରୋଲ-ଡିଜେଲ ଉପରୁ ୩ ଟଙ୍କା ଭାଟ୍‌ ହ୍ରାସ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଘୋଷଣା କରିଛନ୍ତି। ୫ ତାରିଖ ଅର୍ଥାତ ଶୁକ୍ରବାର ମଧ୍ୟରାତ୍ରରୁ ଏହା ଲାଗୁ ହେବ।

ସୂଚନାଯୋଗ୍ୟ, କିଛିଦିନ ପେଟ୍ରୋଲ ଓ ଡିଜେଲ ଦର ବଢ଼ି ରେକର୍ଡସ୍ତରରେ ପହଞ୍ଚିଥିଲା। ଏହାକୁ ନେଇ ସାଧାରଣ ଲୋକ ହଇରାଣ ହରକତ ହେଉଥିଲେ। ବୁଧବାର କେନ୍ଦ୍ର ସରକାର ପେଟ୍ରୋଲ ଲିଟର ପିଛା ଦର ୫ ଟଙ୍କା ଏବଂ ଡିଜେଲ ଦର ୧୦ ଟଙ୍କା ହ୍ରାସ କରିଥିଲେ। ଆଜିଠାରୁ ଏହି ପରିବର୍ତ୍ତିତ ଦର ଲାଗୁ ହୋଇଛି। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ପରେ ଅନେକ ରାଜ୍ୟ ଭାଟ୍‌ ହ୍ରାସ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri