ନବୀନ ପଟ୍ଟନାୟକ ଭଲ କି ନାହିଁ ପଚାରିଲେ ମୁଖ୍ୟମନ୍ତ୍ରୀ

ନୟାଗଡ଼,୨୨ା୫(ଲୋକନାଥ ମିଶ୍ର): ନୟାଗଡ଼ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ନୟାଗଡ଼ ଷ୍ଟାଡିୟମରେ ଏକ ନିର୍ବାଚନୀ ସଭାରେ ଯୋଗ ଦେଇ ପୁରୀ ଲୋକ ସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ, ନୟାଗଡ଼ ବିଧାୟକ ପ୍ରାର୍ଥୀ ଅରୁଣ କୁମାର ସାହୁ, ରଣପୁର ବିଧାୟକ ପ୍ରାର୍ଥୀ ସତ୍ୟ ନାରାୟଣ ପ୍ରଧାନଙ୍କ ପାଇଁ ଭୋଟ୍‌ ଭିକ୍ଷା କରିଥିଲେ। ଯୋଡ଼ିଶଙ୍ଖରେ ଭୋଟ୍‌ ଦେବାକୁ ନିବେଦନ କରିଥିଲେ। ମୁଖ୍ୟମନ୍ତ୍ରୀ ପ୍ରଥମେ ବିଜୁ ସ୍ବାସ୍ଥ୍ୟ ବୀମା, ମିଶନ ଶକ୍ତି, ମମତା ଯୋଜନା ପରି ଏକାଧିକ ଯୋଜନାର ନାଁ ନେଇ ଭଲ କି ନାହିଁ ଉପସ୍ଥିତ କର୍ମୀ, ଜନତାଙ୍କୁ ପଚାରିଥିଲେ। ଶେଷରେ ନବୀନ ଭଲ କି ନାହିଁ ପଚାରି ଲୋକଙ୍କ ଆହୁରି ଅଧିକ ଭଲ ପାଇବାକୁ ସାଉଁଟିଥିଲେ ମୁଖ୍ୟମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀମାନଙ୍କୁ ମିଳିଲା ଦାୟିତ୍ୱ, ନୂଆ CM ଙ୍କ ପାଖରେ ଗୃହ, ଅର୍ଥ

ଭୁବନେଶ୍ୱର,୧୬ା୬ (ଅନିଲ ଦାସ)ଓଡ଼ିଶାରେ ପ୍ରଥମ ଭାଜପା ସରକାର ଗଠନ ହେବାର ୩ ଦିନ ପରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ରାଜ୍ୟପାଳ ରଘୁବର ଦାସଙ୍କ ଅନୁମୋଦନ...

ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ

ଭୁବନେଶ୍ବର,୧୫।୬: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ଶନିବାର ପରଲୋକ ହୋଇଛି। ମୁରଲୀଧରଙ୍କ ପରଲୋକ ଖବର ଜାଣିବା ପରେ ବର୍ତ୍ତମାନ...

ହାଇଦ୍ରାବାଦରେ ପୁଣି ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୧୫ା୬ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)- କଳାହାଣ୍ଡି ଜିଲାରେ ଦାଦନ ସମସ୍ୟା ଥମିବାର ନାଁ ଧରିନି। ଜିଲାର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା...

କାଠଯୋଡ଼ିରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

କଟକ,୧୫ା୬(କାର୍ତ୍ତିକ ସାହୁ): କାଠଯୋଡ଼ି ନଦୀରେ ଗାଧୋଇବା ବେଳେ ପାଣିରେ ବୁଡ଼ିଯାଇ ନିଖୋଜ ଯୁବକଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ମୃତ ଯୁବକ ଜଣକ ହେଲେ ବାଦାମବାଡ଼ି...

ବାଣ ବିସ୍ଫୋରଣରେ ହାବିଲଦାର ମୃତ ଘଟଣା: ୫୦ ଲକ୍ଷ କ୍ଷତିପୂରଣ ଦେବାକୁ ଓଏଚ୍‌ଆର୍‌ସିରେ ମାମଲା

କଟକ,୧୫ା୬(କାର୍ତ୍ତିକ ସାହୁ): କଟକ ସଦର ଥାନାର କାର୍ଯ୍ୟରତ ହାବିଲଦାର ପ୍ରଦୀପ କୁମାର ମଲ୍ଲିକ ଗତ ୧୪ ତାରିଖରେ ବାଣ ନିଷ୍କ୍ରିୟ କରୁଥିବା ବେଳେ ବିସ୍ଫୋରଣରେ ମୃତ୍ୟୁବରଣ...

ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ହାତରେ ରହିଛି ଏହି ଗୁରୁତ୍ୱପୂର୍ଣ୍ଣ ବିଭାଗ, ଜାଣନ୍ତୁ…

ଭୁବନେଶ୍ୱର,୧୫ା୬: ରାଜ୍ୟରେ ନୂଆ ସରକାରରେ ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ କୃଷି ଓ କୃଷକ ସଶକ୍ତିକରଣ,...

ନୂଆ ପନ୍ଥା ଆପଣାଇ ଯବାନଙ୍କ ଉପରେ ଆକ୍ରମଣ କରୁଛନ୍ତି ମାଓବାଦୀ, ୩ ସ୍ନାଇପର ଜ୍ୟାକେଟ୍‌ ଜବତ

ମାଲକାନଗିରି,୧୫ା୬(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ ମାଓବାଦୀଙ୍କ ପ୍ରାଦୁର୍ଭାବ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୁକ୍‌ମା ଜିଲା କଙ୍ଗାଲତୋଙ୍ଗ ଜଙ୍ଗଲରେ ଡିଆର୍‌ଜି, ବସ୍ତର ଫାଇଟର୍ସ ଓ କୋବ୍ରା ବାହିନୀର...

ମୃତ ଦିଲୀପଙ୍କ ପରିବାରକୁ ଭେଟିଲେ ମନ୍ତ୍ରୀ ଗୋକୁଳାନନ୍ଦ

ଖଲ୍ଲିକୋଟ,୧୫।୬(ପ୍ରଶାନ୍ତ କୁମାର ମିଶ୍ର): ରାଜ୍ୟରେ ନୂଆ ସରକାରରେ ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ପୋଲସରା ବିଧାୟକ ଗୋକୁଳାନନ୍ଦ ମଲ୍ଲିକଙ୍କୁ ମତ୍ସ୍ୟ ଓ ପଶୁ ସମ୍ପଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri