ଅଖିମୁଠି ଅନୁକୂଳ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୪(ବ୍ୟୁରୋ): ଆସନ୍ତାକାଲି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓୟୁଏଟି ପରିସରରେ ଅଖିମୁଠି ଅନୁକୂଳ କରିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ମୁଖ୍ୟମନ୍ତ୍ରୀ ଯୋଗଦେଇ କୃଷିର ବିକାଶ ଓ କୃଷକଙ୍କ ଆର୍ଥିକ ମେରୁଦଣ୍ଡକୁ ମଜବୁତ କରିବା ପାଇଁ ପ୍ରୟାସ ଜାରି ରଖିବେ।

ଅନ୍ୟପକ୍ଷରେ ରାଜ୍ୟ ସରକାର ଚାଷୀଙ୍କ ପାଇଁ ବିଭିନ୍ନ ଯୋଜନା କରିଛନ୍ତି। ଚାଷୀଙ୍କର ଆୟକୁ ଆହୁରି ବଢ଼ାଇବା ପାଇଁ ସରକାର ସବୁବେଳେ ଚେଷ୍ଟା କରିଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri