ଭୋଟ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ପୌର ନିର୍ବାଚନ ଲାଗି ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଗୁରୁବାର ସକାଳ ୮ରୁ ପୌର ନିର୍ବାଚନ ଆରମ୍ଭ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି। ବିଏମ୍‌ସିର ୫୩ ନଂ ୱାର୍ଡରେ ମୁଖ୍ୟମନ୍ତ୍ରୀ ଭୋଟ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ବାହାରି ଚାଲି ଚାଲି ୫୩ ନଂ ୱାର୍ଡର ବୁଥ୍‌ରେ ପହଞ୍ଚିଥିଲେ। ଏହାପରେ ସେଠାରେ ଭୋଟର ତାଲିକାରେ ନାଁ ଥିବା ଚିହ୍ନଟ କରାଯିବା ପରେ ସେ ଭୋଟ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଭୋଟଦାନ ପାଇଁ ଭୋଟକେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର…

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri