ଏମିତି ଲଢେଇ ଜାରି ରହୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୮(ବ୍ୟୁରୋ): ଅଲମ୍ପିକ୍ସରେ ପ୍ରଥମ ପଦକ ଜିତିବାରୁ ଅଳ୍ପକେ ବଞ୍ଚିତ ହୋଇଛି ଭାରତୀୟ ମହିଳା ହକି ଦଳ। ଟୋକିଓ ଅଲିମ୍ପିକ୍ସରେ ଆଜି ହୋଇଥିବା ବ୍ରୋଞ୍ଜ ପଦକ ଲେଇରେ ଦଳ ଗ୍ରେଟ ବ୍ରିଟେନ ଠାରୁ ୪-୩ ଗୋଲରେ ହାରିଯାଇଛି। ଏହି ମ୍ୟାଚ ହାରି ଭାରତୀୟ ମହିଳା ହକି ଦଳ ଚତୁର୍ଥ ସ୍ଥାନରେ ରହି ତା’ର ଚଳିତ ଅଲିମ୍ପିକ୍ସ ଅଭିଯାନକୁ ଶେଷ କରିଛି। ତେବେ ମ୍ୟାଚ୍‌ ହାରିବା ପରେ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୋକିଓରେ ଦଳର ଜବରଦସ୍ତ ପ୍ରଦର୍ଶନକୁ ନେଇ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ସେମିଫାଇନାଲରେ ଗ୍ରେଟ ବ୍ରିଟେନ ବିରୋଧରେ ଲଢେଇ କରିଥିବାରୁ ଦଳକୁ ଶୁଭେଚ୍ଛା ଜଣାଉଛି। ଆଗକୁ ମଧ୍ୟ ଏହି ଲଢେଇ ଜାରି ରହୁ ଏବଂ ଭବିଷ୍ୟତ ପାଇଁ ଶୁଭକାମନା।
ସୂଚନାଯୋଗ୍ୟ, ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଦଳ ବ୍ରୋଞ୍ଚ ପଦକ ଜିତି ଇତିହାସ ସୃଷ୍ଟି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହରଭଜନଙ୍କୁ ଡବଲ୍‌ ଝଟ୍‌କା: ଘର ବାହାରେ ଲେଖାଗଲା ‘ଗଦ୍ଦାର’, ପଞ୍ଜାବ ସରକାର ହଟାଇଲେ… 

ଚଣ୍ଡିଗଡ଼,୨୬।୪: ପଞ୍ଜାବର ରାଜନୈତିକ ପାଣିପାଗ ଏବେ ବେଶ ସରଗରମ ରହିଛି। ଆମ ଆଦମୀ ପାର୍ଟି (AAP) ଛାଡ଼ି ଭାଜପାରେ ସାମିଲ ହେବାର କିଛି ଦିନ ପରେ, ପୂର୍ବତନ…

ଗୁଳିକାଣ୍ଡ ଘଟଣାକୁ ନେଇ ବିଶ୍ୱର ଶକ୍ତିଶାଳୀ ରାଷ୍ଟ୍ରପତିଙ୍କ ବଡ଼ ବୟାନ, କହିଲେ ଯିଏ ଅଧିକ କାମ କରେ…

ଓ୍ବାଶିଂଟନ,୨୬।୪: ଆମେରିକାର ରାଜଧାନୀ ୱାଶିଂଟନର ହିଲଟନ ହୋଟେଲରେ ‘ହ୍ବାଇଟ ହାଉସ କରେସପଣ୍ଡେଣ୍ଟ୍ସ’ ରାତ୍ରୀଭୋଜନ ସମୟରେ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ ରାଷ୍ଟ୍ରପତି ଟ୍ରମ୍ପ ଏକ ବିବୃତ୍ତି ଜାରି…

ଟଳିଲା ବଡ଼ ବିପଦ, ଅଳ୍ପକେ ବର୍ତ୍ତିଲେ ୨୩୨ ଯାତ୍ରୀ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀରୁ ଜୁରିଚ ଅଭିମୁଖେ ଯାଉଥିବା ସ୍ବିସ ଏୟାରର ବିମାନ SWR146 ହଠାତ ଉଡ଼ାଣ ସମୟରେ ଏକ ଯାନ୍ତ୍ରିକ ତ୍ରୁଟି ସୃଷ୍ଟି ହେବାରୁ ଦିଲ୍ଲୀ ବିମାନବନ୍ଦରରେ ଏକ…

ଟ୍ରମ୍ପଙ୍କୁ ଆଟାକ୍‌ ନେଇ ମୁହଁ ଖୋଲିଲେ ମୋଦି, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୨୬।୪: ହ଼୍ବାଇଟ ହାଉସ କରେସପଣ୍ଡେଣ୍ଟ୍ସ ଆସୋସିଏସନ ରାତ୍ରୀଭୋଜନରେ ଗୁଳିକାଣ୍ଡ ଘଟଣା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ପ୍ରତିକ୍ରିୟା ଜାରି କରିଛନ୍ତି। ଶନିବାର, ରାତ୍ରୀଭୋଜନ କାର୍ଯ୍ୟକ୍ରମ ସମୟରେ…

କିରୋସିନ ଢ଼ାଳି ନୂଆବୋହୁ ଦେହରେ ଲଗାଇଦେଲେ ନିଆଁ

ମହାକାଳପଡ଼ା,୨୬।୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧୀନ ସ୍ଥାନୀୟ ବେଣାକନ୍ଧା ମୌଜାର ଜଣେ ନବବଧୂଙ୍କ ଦେହରେ କିରୋସିନ…

ଡିନର ପାର୍ଟିରେ ଗୁଳିମାଡ଼କୁ ନେଇ ଟ୍ରମ୍ପଙ୍କ ବଡ଼ ଖୁଲାସା, କହିଲେ ଇରାନ…

ଓ଼୍ବାଶିଂଟନ,୨୬।୪: ହ଼୍ବାଇଟ ହାଉସ କରିସପଣ୍ଡେଣ୍ଟ୍ସଙ୍କ ରାତ୍ରୀଭୋଜନ ସମୟରେ ହଠାତ ଗୁଳିମାଡ଼ ଉପରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିବୃତ୍ତି ଜାରି କରିଛନ୍ତି। ଶାନ୍ତ ରହିବାକୁ ନିବେଦନ…

ଡିନର ପାର୍ଟିରେ ହଠାତ୍‌ ଟ୍ରମ୍ପଙ୍କୁ ଗୁଳିମାଡ଼! ଦେଖନ୍ତୁ ଭିଡିଓ

ଓ଼୍ବାଶିଂଟନ,୨୬।୪: ‘ହ଼୍ବାଇଟ ହାଉସ କରେସପଣ୍ଡେଣ୍ଟ୍ସ’ ରାତ୍ରୀଭୋଜନ ସମୟରେ ୱାଶିଂଟନ ହିଲଟନ ହୋଟେଲରେ ଗୁଳିମାଡ଼। ତେବେ ଏହି ଘଟଣା ସମୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଏବଂ ଉପରାଷ୍ଟ୍ରପତି ଜେଡି…

ଇରାନ-ଆମେରିକା ଶାନ୍ତି ଆଲୋଚନା ପୁଣି ବିଫଳ: ପ୍ରତିନିଧିଙ୍କ ଇସଲାମାବାଦ ଯାତ୍ରା ବାତିଲ କଲେ ଟ୍ରମ୍ପ, ଫେରିଗଲେ…

ୱାଶିଂଟନ/ଇସଲାମାବାଦ,୨୫।୪: ପାକିସ୍ତାନରେ ହେବାକୁ ଥିବା ବହୁ ପ୍ରତିକ୍ଷିତ ଶାନ୍ତି ଆଲୋଚନା ପୁଣି ଥରେ ବିଫଳ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ପ୍ରତିନିଧି ଷ୍ଟିଭ ୱିଟକଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri