ଡିସ୍‌ଚାର୍ଜ ହେଲେ ନବୀନ ପଟ୍ଟନାୟକ, ଜାଣନ୍ତୁ କେବେ ଫେରିବେ ଓଡ଼ିଶା

ମୁମ୍ବାଇ,୭।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ମୁମ୍ବାଇର କୋକିଳାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇଛନ୍ତି। ସର୍ଭାଇକାଲ୍‌ ଆର୍ଥ୍ରରାଇଟ୍‌ସ ଅସ୍ତ୍ରୋପଚାର ପାଇଁ ସେ ଏହି ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ।

ନବୀନଙ୍କ ରାଜନୈତିକ ସଚିବ ସନ୍ତୃପ୍ତ ମିଶ୍ରଙ୍କ ସୂଚନା ଅନୁଯାୟୀ, ଅସ୍ତ୍ରୋପଚାର ପରେ ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତେବେ ଡାକ୍ତରଙ୍କ ପରାମର୍ଶ ଅନୁସାରେ ସେ ଆଉ କିଛି ଦିନ ମୁମ୍ବାଇରେ ରହି ଆବଶ୍ୟକ ଚିକିତ୍ସା ଓ ପର୍ଯ୍ୟବେକ୍ଷଣ ଜାରି ରଖିବେ।

ଏହି ଖବର ନବୀନଙ୍କ ଅନୁଗାମୀ ଓ ସମର୍ଥକମାନଙ୍କ ମଧ୍ୟରେ ଆଶ୍ୱସ୍ତି ଆଣିଛି। ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରି ରାଜ୍ୟରେ ଅନେକ ସ୍ଥାନରେ ପ୍ରାର୍ଥନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?