ମେଡିକାଲ୍‌ରୁ ଡିସ୍‌ଚାର୍ଜ ହେଲେ ନବୀନ, ଖୁବଶୀଘ୍ର ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୨୦ା୮: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁସ୍ଥ ହେବା ପରେ ଡିସଚାର୍ଜ ହୋଇ ନବୀନ ନିବାସକୁ ଫେରିଛନ୍ତି। ଡିହାଇଡ୍ରେସନ ଯୋଗୁ ଗତ ୧୭ ଅଗଷ୍ଟ ଅପରାହ୍ନରେ ସେ ଏକ ଘରୋଇ ହସ୍ପିଟାଲରେ ଭର୍ତି ହୋଇ ଚିକିତ୍ସା ନେଉଥିଲେ।

ଚିକିତ୍ସା ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ହେବା ପରେ ବୁଧବାର ସେ ଡିସଚାର୍ଜ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ। ସୂଚନା ଅନୁଯାୟୀ, ନବୀନଙ୍କୁ କିଛି ଦିନ ବିଶ୍ରାମ କରିବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri