କମଳା ପୂଜାରୀଙ୍କ ବିୟୋଗରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ…

ଭୁବନେଶ୍ୱର,୨୦।୭: ପଦ୍ମଶ୍ରୀ କମଳା ପୂଜାରୀଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ। ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ସେ ଲେଖିଛନ୍ତି, ଓଡ଼ିଶାର ଗର୍ବ ଓ ଗୌରବ, ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କମଳା ପୂଜାରୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ।

ବିଭିନ୍ନ କିସମର ଧାନ ସଂଗ୍ରହ କରିବା ସହ ଜୈବିକ ଚାଷକୁ ପ୍ରୋତ୍ସାହିତ କରିବା ଦିଗରେ ତାଙ୍କର ବିରଳ କୃତିତ୍ୱ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି ବୋଲି ନବୀନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନରେ ଚାଷୀନେତାଙ୍କୁ ସଂଘବଦ୍ଧ ଆକ୍ରମଣ: ବିଭିନ୍ନ ମହଲରେ ନିନ୍ଦା

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ସଂଯୁକ୍ତ କୃଷକ ସଂଗଠନର ଜଣେ ଆଗଧାଡ଼ିର ଚାଷୀନେତା ସୁରେଶ ନେକାଣ୍ଟିଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କଲାପାଣି ଛକରେ...

ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ…

ଭୁବନେଶ୍ୱର,୮।୧୨: ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା। ପୂର୍ବତନ ବିଧାୟକଙ୍କର ପେନସନ ମଧ୍ୟ ବୃଦ୍ଧି ହେବ। ବିଧାୟକ, ମନ୍ତ୍ରୀ, ଉପବାଚସ୍ପତି ଓ ପୂର୍ବ ବିଧାୟକଙ୍କ ଦରମା,...

ଜାପାନ ଭୂକମ୍ପରେ ୩୩ ଆହତ, ପ୍ରଧାନମନ୍ତ୍ରୀ ଗଠନ କଲେ ଏମରଜେନ୍ସି ଟାସ୍କ ଫୋର୍ସ

ଟୋକିଓ,୯।୧୨: ସୋମବାର ରାତିରେ ଜାପାନରେ ୭.୫ ତୀବ୍ରତାର ଭୂମିକମ୍ପ ହେବା ପରେ ଲୋକମାନେ ଏବେ ବି ଭୟଭୀତ ଅଛନ୍ତି। ଭୂମିକମ୍ପ ପରେ ଜାପାନର ଉପକୂଳବର୍ତ୍ତୀ ଅଞ୍ଚଳରେ...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ମୁନିର

ଇସଲାମାବାଦ,୯।୧୨: ପାକିସ୍ତାନ ପ୍ରତିରକ୍ଷା ବାହିନୀର ମୁଖ୍ୟ (CDF), ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର କହିଛନ୍ତି ଯେ ପାକିସ୍ତାନ ଏକ ଶାନ୍ତିପ୍ରିୟ ଦେଶ ଏବଂ କାହାକୁ...

ପ୍ଲାଷ୍ଟିକ-ମୁକ୍ତ ପିକନିକ ଚ୍ୟାଲେଞ୍ଜ୍‌: ଶାଳ ପତ୍ର ବ୍ୟବହାର ପାଇଁ ସଂକଳ୍ପ

ଦାରିଙ୍ଗବାଡି, ୯/୧୨(ଅରୁଣ ସାହୁ):ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି । ଅଞ୍ଚଳରେ ବହୁଳ ପ୍ଲାଷ୍ଟିକ ବ୍ୟବହାର ପର୍ଯ୍ୟଟନ କ୍ଷେତ୍ରର ପରିବେଶ...

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri