ନବୀନ ପଟ୍ଟନାୟକ ଅସୁସ୍ଥ, ଘରୋଇ ହସପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୭।୮: ବିରୋଧୀଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ଥିବା ଜଣାପଡିଛି। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡିହାଇଡ୍ରେସନ୍‌ ଯୋଗୁ ସେ ଅପରାହ୍ନ ୫ଟା ୧୫ରେ ଭର୍ତ୍ତି ହୋଇଥିବା ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି।

କିଛି ଦିନ ପୂର୍ବରୁ ମୁମ୍ବାଇର କୋକିଳବେନ ହସ୍ପିଟାଲରେ ଅପରେଶନ କରାଇ ଫେରିଥିବା ନବୀନଙ୍କର ସ୍ୱାସ୍ଥ୍ୟବସ୍ଥା ଆଉ ମଧ୍ୟ ଠିକ ନ ଥିବା ଜଣାପଡ଼ିଛି। ଗତ ସାଧାରଣ ନିର୍ବାଚନ ସମୟରେ ମଧ୍ୟ ସେ ଅସୁସ୍ଥ ଥିବା କଥା ଜଣାପଡ଼ିଥିଲା, ହେଲେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ସୁସ୍ଥ ଥିବା ଦାବି କରିଥିଲେ। ତଥାପି, ପରେ ତାଙ୍କର ସ୍ୱାସ୍ଥ୍ୟ ସମସ୍ୟା ଜାରି ରହିଛି। ପାଞ୍ଚଥର ମୁଖ୍ୟମନ୍ତ୍ରୀ ଭାବେ ନବୀନ ଓଡ଼ିଶାରେ ଅନେକ ବିକାଶମୂଳକ କାର୍ଯ୍ୟ କରିଛନ୍ତି।

ଏବେ ନିଜର ପ୍ରୀୟନେତାଙ୍କ ଅସୁସ୍ଥତା ଖବର ଶୁଣି ଲୋକେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri