ଦିଲ୍ଲୀରେ ନବୀନ, ବିଜେଡି କଲା ବଡ଼ ଘୋଷଣା…

ନୂଆଦିଲ୍ଲୀ,୨୦।୯: ଆରମ୍ଭ ହେଉ ହେଉ ଅଚଳ ହେଇଯାଉଛି ବିଧାନସଭା। ଦୁଇଦିନ ହେଲା ଗୃହ ବିରୋଧୀଙ୍କ ଗର୍ଜନରେ କମ୍ପୁଥିବାବେଳେ ସୁରୁଖୁରୁରେ ଚାଲିପାରୁନାହିଁ। ଶନିବାର ବି ହଟ୍ଟଗୋଳରେ ଗୃହ ୪ଟା ଯାଏ ମୁଲତବୀ ହୋଇଛି।

ତେବେ ଏହାରି ଭିତରେ ବିଜେଡି ବଡ଼ ଆନ୍ଦୋଳନ କରିବ ବୋଲି ଘୋଷଣା କରିଛି। ଆସନ୍ତା ୨୩ ତାରିଖରେ ବିଧାନସଭା ଘେରାଉ କରିବ ବିଜେଡି। ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ ଅଭିଯୋଗରେ ବିଜେଡି ସରକାରଙ୍କ ବିରୋଧରେ ରାଜରାସ୍ତାକୁ ଓହ୍ଲାଇବ। ଏନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ଦେବୀ ମିଶ୍ର, ପ୍ରମିଳା ମଲ୍ଲିକ, ଅରୁଣ ସାହୁ। ଏହି ଆନ୍ଦୋଳନରେ ଜିଲା ପରିଷଦ ଅଧ୍ୟକ୍ଷ, ବ୍ଲକ ଅଧ୍ୟକ୍ଷ, ସରପଞ୍ଚ, ୱାର୍ଡମେମ୍ବର ସାମିଲ ହେବେ ବୋଲି ସୂଚନା ମିଳିଛି।

ଦୋମୁହାଁ ଖେଳରେ ବିଜେଡି ଆଗୁଆ: ଜାଣନ୍ତୁ ବିଧାନସଭାରେ କ’ଣ ଘଟିଲା…


Enter your email to get our daily news in your inbox.

All Right Reserved By Dharitri.Com

ଅଣ୍ଟା ଭାଙ୍ଗି ଖଟରେ ପଡ଼ିଛନ୍ତି ରୋଜଗାରିଆ ପୁଅ: ଅର୍ଥ ଅଭାବରୁ ଅଧାରେ ଚିକିତ୍ସା

ଥୁଆମୂଳ ରାମପୁର,୨।୫(ଦୁର୍ଗା କୀର୍ତ୍ତି): ବଡ଼ ବଡ଼ କମ୍ପାନୀର ବେପରୁଆ କାର୍ଯ୍ୟଶୈଳୀ କେମିତି ଜଣେ ଗରିବ ପରିବାରର ହସଖୁସି ଛଡ଼ାଇ ନିଏ, ତାହାର କରୁଣ ଚିତ୍ର ଦେଖିବାକୁ ମିଳିଛି…

ସକାଳୁ ସକାଳୁ ଥରିଲା ବଲାଙ୍ଗୀର: ଲୋକେ ଭୟଭୀତ

ବଲାଙ୍ଗୀର, ୨।୫ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାରେ ଶନିବାର ଭୋର ସକାଳେ ମୃଦୁ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଭୋର ପ୍ରାୟ ୪ଟା ୪୦ ମିନିଟ ସମୟରେ…

ଦେଢବର୍ଷ ବିତିଗଲା,ସମ୍ପୂର୍ଣ୍ଣ ହୋଇପାରୁନି ଅଙ୍ଗନବାଡି କେନ୍ଦ୍ର: ଶିକ୍ଷାଦାନ କ୍ଷେତ୍ରରେ ଘୋର ସମସ୍ୟା

କେସିଙ୍ଗା,୨।୫.(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମ ପଞ୍ଚାୟତର କଛାରପଦର ଗ୍ରାମର ଅଙ୍ଗନବାଡି କେନ୍ଦ୍ର ଆଜିକୁ ଏକ ବର୍ଷ ୫ ମାସ ବିତିଗଲାଣି…

ସିମନବାଡିରେ ବିଦ୍ୟୁତ ସେବା ଠପ୍‌: ଆସୁନି ଇଣ୍ଟରନେଟ, ଲୋକେ ହନ୍ତସନ୍ତ

ଦାରିଙ୍ଗବାଡି,୨।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡରେ ଗତ ୩ ଦିନ ହେଲା ବିଦ୍ୟୁତ ସେବା ବାଧାପ୍ରାପ୍ତ ହୋଇପଡିଛି। ପ୍ରାୟ ୮ ପଞ୍ଚାୟତବାସୀ ଅନ୍ଧାରରେ ରହିଥିବା…

ଆଜି ପ୍ରକାଶ ପାଇବ ମାଟ୍ରିକ ଫଳ: ଜାଣନ୍ତୁ କେମିତି ଚେକ୍‌ କରିବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୨।୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷର ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ଆଜି ପ୍ରକାଶ ପାଇବ। ବୋର୍ଡ ୱେବ୍‌ ସାଇଟ…

ପଶ୍ଚିମବଙ୍ଗର ୧୫ ବୁଥ୍‌ରେ ପୁନଃମତଦାନ ଆରମ୍ଭ: ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଚାଲିଛି ଭୋଟିଂ

କୋଲକାତା,୨।୫: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ନିର୍ବାଚନମଣ୍ଡଳୀର ୧୫ଟି ବୁଥରେ ପୁନଃ ମତଦାନ ହେଉଛି। ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଏହି ମତଦାନ କେନ୍ଦ୍ରଗୁଡ଼ିକରେ ମତଦାନ କରାଯାଉଛି। ଏହି…

Love You Darling…. ଚିତ୍କାର କରି ଧୋନୀଙ୍କୁ ଏମିତି କହିଦେଲେ ଏହି କ୍ରିକେଟର୍‌, ଦେଖନ୍ତୁ Video

ନୂଆଦିଲ୍ଲୀ,୨।୫: IPL 2026ରେ ଏମ୍‌ସ୍‌୍‌ ଧୋନୀଙ୍କୁ ପଡ଼ିଆରେ ଦେଖିବା ପାଇଁ ପ୍ରଶଂସକମାନେ ବହୁତ ଦିନରୁ ଅପେକ୍ଷା କରିଛନ୍ତି। ତାଙ୍କ ପ୍ରତି ସେମାନଙ୍କର ପ୍ରେମ ଅତୁଟ ରହିଛି। କେବଳ…

ନିୟନ୍ତ୍ରଣ ବାହାରେ ରନ୍ଧନ ଗ୍ୟାସ ଦର: ଏତିକି ଟଙ୍କା ମହଙ୍ଗା ହୋଇଯିବ ଘରୋଇ ସିଲିଣ୍ଡର, ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨।୫: ରୋଷେଇ ଘରେ ଚୁଲା ଜାଳିବା ଆହୁରି ମହଙ୍ଗା ହେବାକୁ ଯାଉଛି। ଯଦି ଆପଣ ଏହା ଜାଣିନାହାଁନ୍ତି, ତେବେ ସତର୍କ ରୁହନ୍ତୁ। ସରକାର ଏପରି ସଙ୍କେତ ଦେଉଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri