ହସ୍ପିଟାଲରେ ନବୀନ ପଟ୍ଟନାୟକ: ଆଜି ସକାଳେ….

ନୂଆଦିଲ୍ଳୀ,୧୮।୧୧: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ  ହସ୍ପିଟାଲ ଯାଇଛନ୍ତି। ସେ ଏଲ.ଭି.ପ୍ରସାଦ ଚକ୍ଷୁ ପ୍ରତିଷ୍ଠାନକୁ ଯାଇି ନିଜର ଆଖି ପରୀକ୍ଷା କରିଛନ୍ତି। ଦୃଷ୍ଟି ସମସ୍ୟା ଦେଖାଦେଇଥିବାରୁ ଆଖି ଚେକ ଅପ କରିଛନ୍ତି। ଏହା ତାଙ୍କ ରୁଟିନ୍‌ ଚେକ୍‌ଅପ୍‌ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ,ଗତ ଜୁନ ମାସରେ ମୁମ୍ବାଇରେ ନବୀନଙ୍କ ସର୍ଭିକାଲ ଆର୍ଥ୍ରାଇଟିସ ଅସ୍ତ୍ରୋପ୍ରଚାର ହୋଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଲିଖିତ ପ୍ରତିଶ୍ରୁତି ଦେଇ ହଟହଟା ହେଲେ ଯନ୍ତ୍ରୀ: ଥାନାରେ ନ ଥିବା ଦେଖି ତାତିଲେ ଅଞ୍ଚଳବାସୀ

ତୁମୁଡିବନ୍ଧ,୭।୬(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଅଞ୍ଚଳରେ ମେ ୨୯ ତାରିଖ ଶନିବାର ହୋଇଥିବା କାଳବୈଶାଖୀର ତାଣ୍ଡବରେ ବହୁ ଘର କ୍ଷତିଗ୍ରସ୍ତ ହେବା ସହ ବଡ଼…

କାର ଭିତରୁ ୮୮୦ ବୋତଲ କଫ ସିରଫ ଜବତ: ୫ ଜଣଙ୍କୁୁ କାବୁ କରିନେଲା ପୋଲିସ

ବଲାଙ୍ଗୀର, ୭।୬ (ସୁନିଲ କୁମାର ମହାନ୍ତି): ଏକ କାର ଭିତରୁ ୮୮୦ ବୋତଲ କଫ ସିରଫ ଜବତ ହୋଇଛି। ଘଟଣାରେ ବଲାଙ୍ଗୀର ଟାଉନ ଥାନା ପୋଲିସ ପାଞ୍ଚ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଘର, କ୍ଷତିପୂରଣ ଦାବିରେ ରାସ୍ତାରୋକ

ରିଆମାଳ ୭|୬(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଗୁଣ୍ଡିଆପାଲି ପଞ୍ଚାୟତ ଅଞ୍ଚଳରେ ଶନିବାର ସନ୍ଧ୍ୟା ୬ ଟା ୩୦ ଅଞ୍ଚଳରେ କାଳବୈଶାଖୀ ଯୋଗୁଁ ବହୁ ଘର…

ଓଡ଼ିଶା ପୋଲିସରେ ବଡ଼ ଅଦଳବଦଳ; ୪୩ ଇନ୍ସପେକ୍ଟରଙ୍କ ବଦଳି, ଜାଣନ୍ତୁ କାହାକୁ କେଉଁଠି ମିଳିଲା ଦାୟିତ୍ୱ

ଭୁବନେଶ୍ୱର, ୭ା୬: ଓଡ଼ିଶା ପୋଲିସରେ ଏକ ବଡ଼ ଧରଣର ଅଦଳବଦଳ ଦେଖିବାକୁ ମିଳିଛି। ଆଇନ ଶୃଙ୍ଖଳା ସ୍ଥିତିକୁ ଅଧିକ ସୁଦୃଢ଼ କରିବା ଏବଂ ପ୍ରଶାସନିକ କାର୍ଯ୍ୟଦକ୍ଷତା ବଢ଼ାଇବା…

୧୦ ଯାଏ ଗ୍ରୀଷ୍ମ ପ୍ରବାହ, କାଳବୈଶାଖୀ ସତର୍କତା

ଭୁବନେଶ୍ୱର, ୭ା୬ (ବନ୍ଦନା ସେଠୀ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ…

ସକାଳୁ ସକାଳୁ ବଡ଼ ଝଟ୍‌କା, ମହଙ୍ଗା ହେଲା ଘରୋଇ ସିଲିଣ୍ଡର ଦାମ୍‌; ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୭।୬: ଦେଶରେ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଜନତା ଅତିଷ୍ଠ ହୋଇପଡ଼ିଛନ୍ତି। ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଦିନକୁ ଦିନ ମହଙ୍ଗା ହେବାରେ ଲାଗିଛି। କ୍ଷୀର, ପେଟ୍ରୋଲ-ଡିଜେଲ ଏବଂ ସିଏନଜି…

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri