ଏକାମ୍ର କ୍ଷେତ୍ରର ବିକାଶ ଲାଗି ୧୩ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଖର୍ଚ୍ଚ ହେବ ୧୦୩ କୋଟି

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଏକାମ୍ର ଅଞ୍ଚଳର ବିକାଶ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୧୩ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିଲାଗି ୧୦୩ କୋଟି ଟଙ୍କା ବିନିଯୋଗ କରାଯିବ। ସେଥିମଧ୍ୟରେ ପୁରୁଣା ଭୁବନେଶ୍ୱରରେ ୨୪ ଘଣ୍ଟିଆ ଗୁଣାତ୍ମକ ପାନୀୟ ଜଳଯୋଗାଣ, ଧଉଳି ଶାନ୍ତିସ୍ତୂପର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ, କେଦାରଗୌରୀ ପାଣିର ବିଶୁଦ୍ଧକରଣ ଆଦି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ରହିଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଭୁ ଲିଙ୍ଗରାଜଙ୍କ ଅଞ୍ଚଳକୁ ସୁନ୍ଦର କରି ଗଢ଼ି ତୋଳିବା ଲାଗି ଏକାମ୍ର ଯୋଜନା ଜନସାଧାରଣଙ୍କ ସହଯୋଗରେ ଆରମ୍ଭ କରାଯାଇଛି। ଏହା ସମ୍ପୂର୍ଣ୍ଣ ହେଲେ ଭୁବନେଶ୍ୱରର ଗରିମା ଆହୁରି ବୃଦ୍ଧି ପାଇବ। ପୁରୀରେ ୨୪ ଘଣ୍ଟିଆ ଡ୍ରିଙ୍କ ଫ୍ରମ୍‌ ହୋମ୍‌ ସୁବିଧା ରହିଥିବା ବେଳେ ଏବେ ପୁରୁଣା ଭୁବନେଶ୍ୱରର ଜନସାଧାରଣ ଏହି ସୁବିଧା ମଧ୍ୟ ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri