Naveen Patnaik: ଭାଷଣ ଆରମ୍ଭରୁ କହିଦେଲେ ନବୀନ! ରାଜନୀତି ହଲଚଲ
ଭୁବନେଶ୍ୱର,୧୯।୪: ନବମଥର ବିଜେଡି ମଙ୍ଗ ଧରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜେଡିର ରାଜ୍ୟ ସଭାପତି ହେଲେ ନବୀନ ପଟ୍ଟନାୟକ। Naveen Patnaikଙ୍କ ବ୍ୟତୀତ ଦଳର ଅନ୍ୟ କେହି ନାମାଙ୍କନ ଦାଖଲ କରିନଥିବାରୁ ପୁଣି ଥରେ ନବୀନ ର୍ନିଦ୍ବନ୍ଦରେ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ନିର୍ବାଚନ ଅଧିକାରୀ ପ୍ରତାପ ଦେବ। ତେବେ ନିର୍ବାଚିତ ହେବା ପରେ Naveen Patnaik କହିଛନ୍ତି, ୨୦୦୦-୨୦୨୪ ଥିଲା ଓଡ଼ିଶା ବିକାଶର ସୁବର୍ଣ୍ଣ ଯୁଗ। BJD ସବୁବେଳେ ରାଜ୍ୟବାସୀଙ୍କ … Continue reading Naveen Patnaik: ଭାଷଣ ଆରମ୍ଭରୁ କହିଦେଲେ ନବୀନ! ରାଜନୀତି ହଲଚଲ
Copy and paste this URL into your WordPress site to embed
Copy and paste this code into your site to embed