ଦ୍ରୌପଦୀଙ୍କୁ ସମର୍ଥନ ପାଇଁ ନିବେଦନ କଲେ ନବୀନ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳମତ ନିର୍ବିଶେଷରେ ସମର୍ଥନ କରିବାକୁ  ନିବେଦନ କରିଛନ୍ତି। ଓଡ଼ିଶା ମାଟିର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ଏନ୍‌ଡିଏ ରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ ଘୋଷଣା କରିଛି। ପ୍ରଥମଥର ପାଇଁ ଜଣେ ଓଡ଼ିଆ ଝିଅ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦରେ ଅଭିଷିକ୍ତ ହେବାକୁ ଯାଉଛନ୍ତି। ତେଣୁ ଦ୍ରୌପଦୀଙ୍କୁ ବିଜେଡି ପୂର୍ଣ୍ଣ ସମର୍ଥନ କରିବ ବୋଲି ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ।

ମୁଖ୍ୟମନ୍ତ୍ରୀ ବିଦେଶରେ ଥିବା ସତ୍ତ୍ୱେ ସମର୍ଥନ ନେଇ ଘୋଷଣା କରିଛନ୍ତି। ବିଧାନସଭାର ସମସ୍ତ ସଦସ୍ୟଙ୍କୁ ସମର୍ଥନ କରିବା ନେଇ ନବୀନ ଟୁଇଟ୍‌ ଜରିଆରେ ନିବେଦନ କରିଛନ୍ତି। ଓଡ଼ିଶା ପାଇଁ ଗୌରବାନ୍ବିତ ମୁହୂର୍ତ୍ତ, ଆମ ମାଟିର ଝିଅ ପରବର୍ତ୍ତୀ ରାଷ୍ଟ୍ରପତି ହେବାକୁ ଯାଉଛନ୍ତି। ଏକଜାତୀୟ ରାଜନୈତିକ ମେଣ୍ଟ ପ୍ରାର୍ଥୀ ଘୋଷଣା କରିଥିବାବେଳେ ମାଟିର ଝିଅଙ୍କୁ ଦଳମତ ନିର୍ବିଶେଷରେ ସମର୍ଥନ କରିବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri