ପୁଣି ଆଦିବାସୀଙ୍କ ପାଇଁ ସ୍ବର ଉଠାଇଲେ ନବୀନ, କହିଲେ…

ଭୁବନେଶ୍ୱର,୯।୮: ପୁଣି ଆଦିବାସୀଙ୍କ ସ୍ବାର୍ଥରେ ବାହାରିଲେ ନବୀନ । ଶଙ୍ଖ ଭବନରେ ବିଶ୍ବ ଆଦିବାସୀ ଦିବସ ପାଳନ ଅବସରରେ ହୋ, ମୁଣ୍ଡାରୀ, ଭୂମିଜ, ସଉରା ପରି ଆଦିବାସୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ମାନ୍ୟତା ମିଳୁ ବୋଲି ବିଜେଡି ସୁପ୍ରିମୋ ଦାବି କରିଛନ୍ତି । ସେ କହିଛନ୍ତି, ଆଦିବାସୀଙ୍କ ଶିକ୍ଷା, ଜୀବନ ଜୀବିକା ସଶକ୍ତ କରିବା ପାଇଁ ଏହା ନିହାତି ଜରୁରୀ । ସେହିପରି ୧୬୯ ଗୋଷୀଙ୍କୁ ମଧ୍ୟ ମାନ୍ୟତା ମିଳୁ ବୋଲି ନବୀନ ଦାବି ଦୋହରାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri