ଭାଜପା-କଂଗ୍ରେସରୁ ନବୀନଙ୍କୁ ଆସିଲା ଘନଘନ ଫୋନ, ଆଜି କରିବେ ବଡ଼ ଘୋଷଣା!

ଭୁବନେଶ୍ୱର, ୨୧।୮: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ଫୋନ କରି ଖୋଜଖବର ନେଇଛନ୍ତି। ନବୀନ ପଟ୍ଟନାୟକ ଡିହାଇଡ୍ରେସନ ସମସ୍ୟା କାରଣରୁ ରବିବାରରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ ସମ ଆଲଟିମେଟ ମେଡିକେୟାରରେ ଭର୍ତ୍ତି ହୋଇଥିଲେ। ଏହାପରେ ସେ କାଲି ସୁସ୍ଥ ହୋଇ ଡିସଚାର୍ଜ ହୋଇଛନ୍ତି। ଗତକାଲି ମୋଦି ମଧ୍ୟାହ୍ନରେ ଏବଂ ଖାର୍ଗେ ସଂଧ୍ୟାରେ ନବୀନଙ୍କୁ ଫୋନ କରି ତାଙ୍କ ସୱାସ୍ଥ୍ୟ ବିଷୟରେ ପଚାରିବା ସହ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ମୋଦି ନବୀନଙ୍କୁ କିଛି ଦିନ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି ଏବଂ ଶୀଘ୍ର ଦିଲ୍ଲୀରେ ସାକ୍ଷାତ କରିବାକୁ ନିମନ୍ତ୍ରଣ କରିଛନ୍ତି।

ତେବେ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି କି, ପ୍ରଧାନମନ୍ତ୍ରୀ ମୋଦି, ରାଜନାଥ ସିଂ ଓ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାଜ୍ଜୁର୍ନ ଖାର୍ଗେଙ୍କ ଫୋନ କଲ ନବୀନଙ୍କ ସ୍ବାସ୍ଥ୍ୟ ପାଇଁ ଥିବାବେଳେ ଉପରାଷ୍ଟ୍ରପତି ନିର୍ବାଚନ ଆଡକୁ ମଧ୍ୟ କିଛି ସଙ୍କେତ ଦେଉଛି।

କିଏ ହେବ ପରବର୍ତ୍ତୀ…, ନବୀନ ନେବେ ଚୂଡାନ୍ତ ନିଷ୍ପତ୍ତି: ବିଜେଡି ବିଧାୟକଙ୍କ ବଡ଼ ବୟାନ


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri