ଓଡ଼ିଶା ଫେରିଲେ ନବୀନ: ଭବ୍ୟ ସମ୍ବର୍ଦ୍ଧନା ପାଇଁ ବିଜେଡି ପକ୍ଷରୁ ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ୱର,୬।୯(ବ୍ୟୁରେ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଓଡ଼ିଶା ଫେରିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା। ଜନସେବାରେ ନବୀନ ୨୫ ବର୍ଷ ପୂରଣ କରିଛନ୍ତି। ଏହାସହ ନବୀନଙ୍କୁ ଦିଲ୍ଲୀରେ କ୍ୟାପିଟାଲ ଫାଉଣ୍ଡେସନ ପକ୍ଷରୁ ଲାଇଫଟାଇମ ଆଚିଭ୍‌ମେଣ୍ଟ ଆୱାର୍ଡ ପ୍ରଦାନ କରାଯାଇଛି । ଏହି ଅବସରରେ ବିଜେଡି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ଏପରିକି ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ପାଇଁ ସବୁ ନିର୍ବାଚନମଣ୍ଡଳୀରୁ ୫୦ ହଜାର କର୍ମୀ ଆସିଛନ୍ତି । ନୃତ୍ୟ, ଗୀତ, ପାରମ୍ପରିକ ବାଦ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ରାଜ୍ୟରେ ଆଉ ୨୪ କରୋନା ଆକ୍ରାନ୍ତ ସୁସ୍ଥ, ମୋଟ୍‌ ସୁସ୍ଥ ହେଲେଣି ୨୨୦

ଭୁବନେଶ୍ୱର,୧୭ା୫(ବ୍ୟୁରୋ): ରବିବାର ରାଜ୍ୟରେ ଆଉ ୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ...

୬୪,୨୧୪ ପିଭିଟିଜିକୁ କୋଭିଡ୍‌ ସହାୟତା

ଭୁବନେଶ୍ୱର, ୮।୭(ବ୍ୟୁରୋ): ରାଜ୍ୟର ୬୪ ହଜାର ୨୧୪ ଆପଦଗ୍ରସ୍ତ ଆଦିମ ଜନଜାତି ପରିବାର (ପିଭିଟିଜି)କୁ ‘ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ୍‌ ସହାୟତା’ ପ୍ରଦାନ କରାଯାଇଛି। କରୋନା ଦ୍ୱିତୀୟ...

ଖଲିପତ୍ର ଦେଲା ନୂଆ ଆଶାଭରସା

କେନ୍ଦୁଝର, ୧୭ା୩(ଡି.ଏନ.ଏ.)-ପ୍ଲାଷ୍ଟିକର ବ୍ୟବହାର ବନ୍ଦ ଲାଗି ସରକାରୀ କଟକଣା ପରେ ଶାଳପତ୍ରରୁ ପ୍ରସ୍ତୁତ ହେଉଥିବା ଖଲି ଚଉତିର ବ୍ୟବହାର ବଢ଼ିଛି। ବିଭିନ୍ନ ସରକାରୀ ବୈଠକ ଓ...

ବାପା-ପୁଅ, ଦୁଇ ଭଉଣୀଙ୍କୁ ଭୋଟରଙ୍କ ପ୍ରତ୍ୟାଖ୍ୟାନ

ସୁନ୍ଦରଗଡ଼, ୨୫ା୫ (ଡି.ଏନ.ଏ.): ସରିଛି ୨୦୧୯ ସାଧାରଣ ନିର୍ବାଚନ। ଗୁରୁବାର ଫଳାଫଳ ପ୍ରକାଶ ପାଇବା ପରେ ସୁନ୍ଦରଗଡ଼ ଜିଲାର କେତେଜଣ ହେଭିଓ୍ବେଟ ନେତାଙ୍କ ପରାଜୟ ହୋଇଛି।...

ଚାଲି ପାରିଲାନି ଯାତ୍ରୀବାହୀ ଟ୍ରେନ୍‌

ଚଣ୍ଡିଖୋଲ,(ଡି.ଏନ୍‌.ଏ.)/ ଭୁବନେଶ୍ୱର, (ବ୍ୟୁରୋ) ୩ା୧: ହରିଦାସପୁର-ପାରାଦୀପ ରେଳପଥ ନିର୍ମାଣ କାର୍ଯ୍ୟ ୨୦୨୦ ମାର୍ଚ୍ଚରୁ ଶେଷ କରାଯାଇ ପୂର୍ବତଟ ରେଳପଥକୁ ହସ୍ତାନ୍ତର କରାଯାଇଛି। ଏହାପରେ ବିଭାଗ ପକ୍ଷରୁ...

ପରିଚାଳନା ବୈଠକ ଆରମ୍ଭ

ପୁରୀ ଅଫିସ, ୧୧।୬: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ ପରିଚାଳନା କମିଟି ବୈଠକ ଆରମ୍ଭ ହୋଇଯାଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ସ୍ତ୍ରୀଙ୍କୁ ଫେରାଇ ଆଣିବାକୁ ଔଷଧ କାମ ଦେଲାନି

ଯାଜପୁର ଅଫିସ,୩ା୯: ସ୍ତ୍ରୀଙ୍କୁ ଘରକୁ ଫେରାଇ ଆଣିବା ନିମନ୍ତେ ଜଣେ ଜ୍ୟୋତିଷ ଦେଇଥିବା ଔଷଧ କାମ ଦେଲାନାହଁି। ଏଥିରେ ଉତ୍‌କ୍ଷିପ୍ତ ହୋଇ ଜଣେ ଯୁବକ ଶୁକ୍ରବାର...

ଜିଲାରେ ଚାଲିଛି ବିପଜ୍ଜନକ ନୌପରିବହନ

କେନ୍ଦ୍ରାପଡ଼ା ଅଫିସ,୨୭।୧୧: ରାଜ୍ୟ ପର୍ଯ୍ୟଟନ ବିଭାଗ ଆସନ୍ତା ଡିସେମ୍ବରରେ ରାଜନଗର ବ୍ଲକ ପେଣ୍ଠଠାରେ ଭିତରକନିକା ଇକୋ ରିଟ୍ରିଟ ଆରମ୍ଭ କରିବ। ଭିତରକନିକାର ପ୍ରାକୃତିକ ବିଭବ ସହିତ...

Advertisement
Archives

Model This Week