ରାସ୍ତା ମଝିରେ ଗର୍ଜିଲେ ନବୀନ, ଭାଜପା କହିଲା…

ଭୁବନେଶ୍ୱର,୬।୧: ଦରଦାମ ବୃଦ୍ଧି ପ୍ରତିବାଦରେ ରାଜରାସ୍ତକୁ ଓହ୍ଲାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଲୋୟର ପିଏମଜିରୁ ଓଡ଼ିଶା ସରକାରଙ୍କୁ ବର୍ଷିଛନ୍ତି ନବୀନ। ନବୀନ ଦଳବଳ ସହ ଏକାଠି ହୋଇ ରାଜରାସ୍ତାରେ ଗର୍ଜନ କରିଛନ୍ତି। ଆନ୍ଦୋଳନରେ ଭାଗ ନେଇ ଗଣବିକ୍ଷୋଭକାରୀଙ୍କ ମନରେ ରଣହୁଙ୍କାର ଭରିଛନ୍ତି ନବୀନ । ଭାଜପା ଦେଇଥିବା ମିଛ ପ୍ରତିଶ୍ରୁତି ଓ ବିଫଳ ଅର୍ଥନୈତିକ ପରିଚାଳନା ଏବଂ ଅହେତୁକ ଦରବୃଦ୍ଧିକୁ ମୁଖ୍ୟ ପ୍ରସଙ୍ଗ କରି ରାଜରାସ୍ତାରୁ ସିଧା ଟାର୍ଗେଟ କରିଛନ୍ତି ନବୀନ ।

ଏହାକୁ ନେଇ ନବୀନଙ୍କୁ ଟାର୍ଗେଟ କରିଛି ଭାଜପା। ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ନବୀନଙ୍କୁ କଡା ଜବାବ ରଖିଛନ୍ତି। ସେ କହିଛନ୍ତି, ବିଜେଡି ଯାହା କହୁଛି ନାଟକ ଛଡା କିଛି ନୁହେଁ । ପନିପରିବା, ତେଲ, ଡାଲି ଦର କମ୍‌ ଅଛି। ଅନ୍ୟ ରାଜ୍ୟ ତୁଳନାରେ ବହୁତ କମ୍‌ ଅଛି। ନବୀନ ଯେଉଁ ରାଜରାସ୍ତାକୁ ଓହ୍ଲାଇଛନ୍ତି ୨୪ବର୍ଷ ଭିତରେ କେତେ ଥର ଫିଲ୍ଡକୁ ଯାଇଛନ୍ତି?

ତେବେ ବିକ୍ଷୋଭ ସ୍ଥଳରେ ନବୀନ କହିଛନ୍ତି, ଜୁନ ମାସରେ ଭାଜପା ସରକାର ଗଠନ ହୋଇଥିଲା । ହେଲେ ଏବେ ଲୋକଙ୍କ ସୁଖଦୁଃଖ ସହ ଏହି ସରକାରର ସମ୍ପର୍କ ଥିବା ଭଳି ଜଣାପଡୁନି । ଡାଲି ଚାଉଳ ଠାରୁ ଆରମ୍ଭ କରି ଔଷଧ ସବୁ ଅତ୍ୟାବଶ୍ୟକ ପଦାର୍ଥର ଦର ବୃଦ୍ଧି ହୋଇଚାଲିଛି । ସାଧାରଣ ଲୋକଙ୍କ ପାଇଁ ଏବେ ବଞ୍ଚିବା କଷ୍ଟକର ହୋଇପଡ଼ିଛି । ପ୍ରତିଦିନ ଚାଷୀ ଆତ୍ମହତ୍ୟା କରୁଛନ୍ତି । ମା’ ମାନେ କାନ୍ଦୁଛନ୍ତି । ଚାଷୀ ବି କାନ୍ଦୁଛନ୍ତି । କିନ୍ତୁ ସରକାର କୁମ୍ଭକର୍ଣ୍ଣ ନିଦରେ ଶୋଇଛି ବୋଲି କହି କଟାକ୍ଷ କରିଛନ୍ତି ନବୀନ ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣା ତଦାରଖ ପାଇଁ ପ୍ରତି ମଣ୍ଡିରେ ନିଯୁକ୍ତ ନୋଡାଲ ଅଫିସର

ଭୁବନେଶ୍ୱର,୧୪।୧: ଚଳିତ ଖରିଫ ଋତୁରେ ରାଜ୍ୟରେ ସରକାରୀ ସ୍ତରରେ ଧାନ କିଣା ପ୍ରକ୍ରିୟା ଯାରି ରହିଛି। ଧାନ କିଣା ପ୍ରକ୍ରିୟାକୁ ସ୍ଵଚ୍ଛ ଓ ନିରପେକ୍ଷ କରିବା...

ଗୁଡ଼ିସୂତାରେ କଟି ୨ ଜଣ ଆହତ

କଟକ,୧୪ା୧(କାର୍ତ୍ତିକ ସାହୁ) ମକରରେ ଗୁଡ଼ିଉଡ଼ାକୁ ନେଇ ପୁଣି ଘଟିଛି ଅଘଟଣ। ଗୁଡ଼ିସୂତା ଲାଗି ଦୁଇଜଣଙ୍କ ବେକ ଓ ନାକ କଟିଛି। କଟକ ନୂଆ ବଜାର ରେଲୱେ...

ସହିପାରିଲେନି ପ୍ରେମିକଙ୍କ ଆତ୍ମହତ୍ୟା ଖବର, ଶୁଣୁଶଣୁ  ହାରିଦେଲେ ଜୀବନ  

ବାଙ୍କୀ,୧୪ା୧ (ଶୁଭେନ୍ଦୁ ମହାପାତ୍ର): ସହିପାରିଲେନି ପ୍ରେମିକଙ୍କ ଆତ୍ମହତ୍ୟା ଖବର, ଶୁଣୁଶଣୁ ହାରିଦେଲେ ଜୀବନ।  ପ୍ରେମିକଙ୍କ ଆତ୍ମହତ୍ୟା ଖବର ଶୁଣି ପ୍ରେମିକା ରଶିରେ ଝୁଲିପଡ଼ିଥିବା ଚର୍ଚ୍ଚା ହେଉଛି।...

ରାଜକୋଟ୍‌ରେ ଦାଦନ ଶ୍ରମିକଙ୍କ ମୃତ୍ୟୁ: ରୋଜଗାରିଆ ପୁଅକୁ ହରାଇ ଭାଙ୍ଗିପଡ଼ିଲା ପରିବାର

କର୍ଲାମୁଣ୍ଡା,୧୪ା୧(ପ୍ରଦୀପ କୁମାର ସାହୁ): ରାଜକୋଟ୍‌ ସହରରେ ରହି ଦାଦନ ଶ୍ରମିକ (ଦିନମଜୁରିଆ) ଭାବେ କାମ କରୁଥିବା କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ରେଗଡ଼ା ପଞ୍ଚାୟତ ଯୋଗିପଲା...

Featured Video Play Icon

ମକର ସଂକ୍ରାନ୍ତିରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ

ବାହାରୁନି ସମାଧାନର ବାଟ, ଖାଡ଼ା ଉପାସରେ ପ୍ରଭୁ ଲିଙ୍ଗରାଜ । ମକର ସଂକ୍ରାନ୍ତିରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ ରହିଛି।

ଖଣ୍ଡଗିରି ଯାତ୍ରାକୁ ନେଇ ବଡ଼ ଖବର, ନିଶା-ସାହୁ ଭାଉଜ…

ଭୁବନେଶ୍ୱର,୧୪।୧:ଏଣିକି ଖଣ୍ଡଗିରି ଯାତ୍ରାରେ ଅଶ୍ଲୀଳ ନୃତ୍ୟ ମନା। ଆଉ ଭୁବନେଶ୍ବର ଖଣ୍ଡଗିରିରେ ନାଚି ପାରିବେନି ଆଇଟମ ଡ୍ୟାନ୍ସର। ଚଳିତବର୍ଷ ଭୁବନେଶ୍ୱର ଖଣ୍ଡଗିରି ଯାତ୍ରାରେ ହେବନି ଅଶ୍ଲୀଳ...

କିଏ ହେବ ରାଜ୍ୟ ଭାଜପା ସଭାପତି? ଦିଲ୍ଲୀରେ ଚାଲିଲା ଲମ୍ବା ବୈଠକ

ଭୁବନେଶ୍ୱର, ୧୪।୧: ମଙ୍ଗଳବାର ଓଡିଶାରେ ଦଳର ଭବିଷ୍ୟତ ନେତୃତ୍ୱ ସମ୍ପର୍କରେ ଆଲୋଚନା ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ନେତାମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ନୂଆଦିଲ୍ଲୀରେ ଅନୁଷ୍ଠିତ...

ବେଆଇନ ବାଲି ପରିବହନ କରୁଥିବା ଟ୍ରକକୁ ଅଟକାଇଲେ ମନ୍ତ୍ରୀ, କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦେଲେ ଚେତାବନୀ

ନୟାଗଡ଼, ୧୪।୧: ସୋମବାର ବିଳମ୍ବିତ ରାତିରେ ନୟାଗଡ଼ ଜିଲାର କଣ୍ଟିଲୋ ନିକଟସ୍ଥ ବାରାକୋଲି ଗାଁରେ ବେଆଇନ ବାଲି ପରିବହନରେ ଜଡିତ ଅନେକ ଟ୍ରକକୁ ଖଣି ମନ୍ତ୍ରୀ ବିଭୂତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri