ମୋହନଙ୍କ ନିମନ୍ତ୍ରଣ ପାଇବା ପରେ ଏମିତି କହିଲେ ନବୀନ

ଭୁବନେଶ୍ୱର,୧୨।୬: ଶପଥ ଗ୍ରହଣ ପୂର୍ବରୁ ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝି ନବୀନ ନିବାସରେ ପହଞ୍ଚି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଏଥିସହ ଶପଥ ଗ୍ରହଣ ସମାରୋହକୁ ଆସିବାକୁ ନିମନ୍ତ୍ରଣ କରିଛନ୍ତି। ଏଥିରେ ନବୀନ ସମ୍ମତି ଜଣାଇଥିବା ବେଳେ ଟୁଇଟ୍‌ କରି କହିଛନ୍ତି, ରାଜ୍ୟର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଥିବା ଶ୍ରୀଯୁକ୍ତ ମୋହନ ଚରଣ ମାଝିଙ୍କ ନିମନ୍ତ୍ରଣ ସାଦରେ ଗ୍ରହଣ କଲି। ଏଥିସହ ତାଙ୍କୁ ଶୁଭେଚ୍ଛା ଜଣାଇଲି। ଓଡ଼ିଶାବାସୀଙ୍କ ସେବାରେ ତାଙ୍କ ନେତୃତ୍ୱ, ଦୃଢ଼ତା ଓ ଦକ୍ଷତାର ସହ କାର୍ଯ୍ୟ କରିବ ବୋଲି ମୋର ଆଶା ଓ ବିଶ୍ୱାସ।

କେନ୍ଦୁଝର ବିଧାୟକ ମୋହନ ଚରଣ ମାଝି ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଆଜି ସେ ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ଏଥିଲାଗି ଭୁବନେଶ୍ୱର ଜନତା ମଇଦାନରେ ହୋଇଛି ଭବ୍ୟ ଆୟୋଜନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ଆୟୋଜିତ ହେବ ଶପଥ ଗ୍ରହଣ ଉତ୍ସବ।


Enter your email to get our daily news in your inbox.

All Right Reserved By Dharitri.Com

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri