ବିଜେଡି ଅଫର୍‌କୁ ପ୍ରତ୍ୟାଖ୍ୟାନ ପରେ ସୁରଙ୍କୁ ଏମିତି କହିଥିଲେ ନବୀନ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ପ୍ରଦୀପ ମାଝି କଂଗ୍ରେସ ଛାଡ଼ିବା ପରେ ଜଟଣୀ ବିଧାୟକ ସୁର ରାଉତରାୟ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ତାଙ୍କୁ ବିଜେଡିରେ ମିଶିବାକୁ ଅଫର ଆସିଥିଲା। ହେଲେ ଏବେ ନୁହେଁ, ୧୯ ବର୍ଷ ତଳେ। ଘରକୁ ଡାକି ବିଜେଡିରେ ମିଶିବାକୁ ତାଙ୍କୁ ନିଜେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଫର ଦେଇଥିଲେ। ଜଟଣୀ କିମ୍ବା ଭୁବନେଶ୍ୱର, ଯେଉଁଠାରୁ ସେ ଚାହିଁବେ ଲିଢ଼ିପାରିବେ ବୋଲି ତାଙ୍କୁ କୁହାଯାଇଥିଲା। ତେବେ ଏହାର ଉତ୍ତରରେ ସେ କହିଥିଲେ, ସେ ମରିବା ଯାଏ କଂଗ୍ରେସରେ ରହିବେ। ପରେ ନବୀନ ତାଙ୍କୁ ଥାଙ୍କ ୟୁ କହିଥିଲେ। ସେହିଭଳି କଂଗ୍ରେସରୁ ଇସ୍ତଫା ଦେଇଥିବା ପ୍ରଦୀପ ମାଝିଙ୍କ ଉପରେ ସୁର ବର୍ଷିଛନ୍ତି । ସେ କହିଛନ୍ତି, ଯାହାର ପାୱାର ଓ ମନି ଦରକାର, ସେ ଗୋଟିଏ ଦଳରେ ସ୍ଥିର ରହେ ନାହିଁ। ନିଜ ସ୍ବାର୍ଥ ପାଇଁ ଦଳ ଛାଡ଼ିଛନ୍ତି ପ୍ରଦୀପ। ସେ ଧୋକାବାଜ କାମ କରିଛନ୍ତି। ତାଙ୍କ ଇସ୍ତଫାର ପ୍ରଭାବ ଦଳ ଉପରେ ପଡ଼ିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆସିଗଲେ ଶୃଙ୍ଖଳିତ ସଦସ୍ୟ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ବିଧାନସଭା ଗୃହ କାର୍ଯ୍ୟ ସୋମବାର ୩ଟାରେ ଆରମ୍ଭ ହେବା କ୍ଷଣି କଂଗ୍ରେସ ସଦସ୍ୟମାନେ ଜଗତ୍‌ସିଂହପୁର ବଳାତ୍କାର ଘଟଣାରେ ରୁଲିଂ ଦାବି କରି ଗୃହ ମଝିକୁ...

ନିର୍ବାଚିତ ସରକାରଙ୍କୁ କାମ କରିବାକୁ ଦିଆଯାଉ, ମହିଳା ସଂରକ୍ଷଣ ନ କଲେ ଇତିହାସ କ୍ଷମା ଦେବନି : ନବୀନ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଶନିବାର ନୀତି ଆୟୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ନିର୍ବାଚିତ ସରକାରଙ୍କୁ କାମ କରିବାକୁ ଦିଆଯାଉ ବୋଲି...

ଡିସଚାର୍ଜ ହେଲେ ଦେବଗଡ଼ ବିଧାୟକ

ଦେବଗଡ଼,୧୦।୫(ଡି.ଏନ୍‌.ଏ.): ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କୁ ମଙ୍ଗଳବାର ବୁର୍ଲା ବଡ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି । ଭାଜପା ନେତା ଓ କର୍ମୀମାନେ ତାଙ୍କୁ ସମ୍ବର୍ଦ୍ଧନା...

୬୨ବର୍ଷରେ ୪୨ ବଙ୍ଗଭାଷୀ ରାଜସ୍ବ ଗାଁ

କେନ୍ଦ୍ରାପଡ଼ା ଅଫିସ,୧୭ା୬: ବାଂଲାଦେଶର ଠିକଣା ଅନୁଯାୟୀ ବଜରହାଟ ଜିଲା ଛତଲମାରି ଥାନା ଆରୁଲିଏ ଗାଁରେ ରୁହନ୍ତି ଆଶାଲତା ଓ ବିଧାନ ରାୟଙ୍କ ପୁଅ ଅମିତ ରାୟ(୨୯)।...

ପ୍ରକାଶ ପାଇଛି ବିଜ୍ଞପ୍ତି: କାଳିଆ ଯୋଜନାରେ ସାମିଲ ଅଯୋଗ୍ୟ ହିତାଧିକାରୀଙ୍କ ଟଙ୍କା ଫେରିବ

ଭୁବନେଶ୍ୱର, ୬ା୮(ବ୍ୟୁରୋ): କାଳିଆ ଯୋଜନାରେ ବର୍ତ୍ତମାନ ସୁଦ୍ଧା ୫୧ଲକ୍ଷ ହିତାଧିକାରୀଙ୍କୁ ସରକାର ଅର୍ଥ ପ୍ରଦାନ କରିଛନ୍ତି। ଆଗକୁ ଆଉ ୨୪ ଲକ୍ଷ କ୍ଷୁଦ୍ର, ନାମମାତ୍ର ଏବଂ...

ରାଜ୍ୟ ସରକାରଙ୍କୁ ବିଜୟଙ୍କ କଟାକ୍ଷ: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଏକ ଦିଗହରା ନିଷ୍ପତ୍ତି, ରଣକ୍ଷେତ୍ର ପାଲଟିଲାଣି ଶ୍ରୀକ୍ଷେତ୍ର

ଭୁବନେଶ୍ୱର, ୪।୯(ବ୍ୟୁରୋ): ଶ୍ରୀମନ୍ଦିର ମେଘନାଦ ପାଚେରି କଡ଼ରୁ ୭୫ ମିଟର ପରିଧି ମଧ୍ୟରେ କରାଯାଉଥିବା ଉଚ୍ଛେଦକୁ ନେଇ ବିଷଦ୍‌ଗାର କରିଛନ୍ତି ବରିଷ୍ଠ ଭାଜପା ନେତା ବିଜୟ...

ରାଜ୍ୟରୁ ପୁଣି ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୪୦କୁ ବୃଦ୍ଧି ପାଇଛି। ୪ ମୃତକଙ୍କ ମଧ୍ୟରେ...

ହଟିବନି ଜଳବନ୍ଦୀ, ହଟହଟା କରିବ ବର୍ଷା

ଭୁବନେଶ୍ୱର,୩୦।୬(ବ୍ୟୁରୋ): କରୋନା ପାଇଁ ୩ ମାସ ବିଏମ୍‌ସି କର୍ମଚାରୀ ଠିକ୍‌ ଭାବେ କାମ କରିପାରିଲେ ନାହିଁ। ଠିକାଦାର ଓ ଶ୍ରମିକମାନେ ମଧ୍ୟ ହାତବାନ୍ଧି ବସିଲେ। ଫଳରେ...

Advertisement
Archives

Model This Week