କଟକ ଅଫିସ୍,୮।୮: ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୋମବାର କଟକ ଇଣ୍ଡୋର ଷ୍ଟାଡିୟମ୍ରେ ଏକ ଦୈନିକ ଖବରକାଗଜର ୭୫ତମ ବର୍ଷ ପୂରଣ ଉତ୍ସବରେ ଯୋଗଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାହିତି୍ୟକା ପ୍ରତିଭା ରାୟଙ୍କ ସମେତ ଉଭୟ ଦଳର ହେଭିୱେଟ ନେତା ଓ କର୍ମକର୍ତ୍ତା ଉପସ୍ଥିତ ଅଛନ୍ତି। ନବୀନ ଏବଂ ଶାହା ମଞ୍ଚକୁ ଉଠିବା ମାତ୍ରେ ଉପସ୍ଥିତ ଦଳୀୟ କର୍ମୀଙ୍କୁ ହାତ ହଲାଇ ଅଭିବାଦନ ଜଣାଇଥିଲେ।
ସୂଚନାଯୋଗ୍ୟ, ରବିବାର ବିଳମ୍ବିତ ରାତିରେ ଶାହା ଭୁବନେଶ୍ୱରରେ ପହଞ୍ଚିଥିବା ବେଳେ ଆଜି ସକାଳେ ଶ୍ରୀଲିଙ୍ଗରାଜ ମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଶ୍ରାବଣ ମାସ ଶେଷ ସୋମବାର ହୋଇଥିବା ବେଳେ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରି ଜଳାଭିଷେକ କରିଥିଲେ ଶାହା। ତାଙ୍କ ସହ ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଏମ୍ପି ଅପରାଜିତା ଷଡଙ୍ଗୀ ମଧ୍ୟ ଉପସ୍ଥିତ ଥିଲେ। ପ୍ରାୟ ୧୫ରୁ ୨୦ ମିନିଟ ଲିଙ୍ଗରାଜ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ଶାହା ଭାଜପା ସଭାପତି ସମୀର ମହାନ୍ତିଙ୍କ ବାସଭବନକୁ ଯାଇଥିଲେ। ଏହାପରେ କଟକ ଅଭିମୁଖେ ବାହାରି ଥିଲେ। କଟକରେ ପହଞ୍ଚି ଶାହା ପ୍ରଥମେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଓଡ଼ିଆ ବଜାର ସ୍ଥିତ ଜନ୍ମସ୍ଥାନକୁ ଯାଇଥିଲେ। ସେଠାରେ ନେତାଙ୍କ ଫଟୋରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।
Posted inHome, Home Middle, ମେଟ୍ରୋ, ରାଜ୍ୟ View All
Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…
ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…
ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି
ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…
T20 ବିଶ୍ୱକପ୍: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ
ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…
ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍; ଚାଲିଗଲା ୨ ଜୀବନ, ଡ୍ରାଇଭର…
ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…
ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ
ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…
ବାଇକ୍ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍ଅପ୍ ଭ୍ୟାନ୍; ଚାଲିଗଲା ଆରୋହୀଙ୍କ ଜୀବନ
ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…
BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ ଗ୍ରେଡ୍ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…
ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍ (A+)…
ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ
ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…
Archives

