ଶାହାଙ୍କ ସହ କଥା ହେଲେ ନବୀନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୫ା୨(ବ୍ୟୁରୋ): ୟୁକ୍ରେନରେ ଫସି ରହିଥିବା ଓଡ଼ିଆମାନଙ୍କୁ ଉଦ୍ଧାର  ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଛାତ୍ର ଓ ଶ୍ରମିକଙ୍କୁ ଉଦ୍ଧାର  ପାଇଁ ଗୃହମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ନବୀନ। ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ପରେ ଶାହା ଆଶ୍ୱାସନା ଦେଇଛନ୍ତି । ସେ କହିଛନ୍ତି, ଭାରତ ସରକାର ୟୁକ୍ରେନ ସରକାରଙ୍କ ସହ ଯୋଗାଯୋଗରେ ରହିଛନ୍ତି। ଶୀଘ୍ର ୟୁକ୍ରେନରୁ ଛାତ୍ର, ଶ୍ରମିକଙ୍କୁ ଫେରାଇ ଆଣିବା ପାଇଁ କାର୍ଯ୍ୟ କରାଯାଉଛି।

ସୂଚନାଯୋଗ୍ୟ, ରୁଷିଆ-ୟୁକ୍ରେନ ମଧ୍ୟରେ ଦୁଇଦିନ ହେବ ଯୁଦ୍ଧ ଜାରି ରହିଛି। ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦ୍‌ମିର ପୁଟିନ ଯୁଦ୍ଧ ନେଇ ଘୋଷଣା କରିଥିଲେ। ତିନିପଟୁ ୟୁକ୍ରେନକୁ ଘେରି ରୁଷିଆ ଆକ୍ରମଣ କରୁଛି। ୟୁକ୍ରେନ ରାଜଧାନୀ କ୍ୱିଭ୍‌ ସହ ବିଭିନ୍ନ ସହରରେ କ୍ଷେପଣାସ୍ତ୍ର ମାଡ଼ କରିଛି ରୁଷିଆ। ଏହି ଯୁଦ୍ଧ ସମୟରେ ୧୬ ହଜାର ଭାରତୀୟ ନାଗରିକ ୟୁକ୍ରେନରେ ଫସି ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

‘ଭାରତ-ମାଲେସିଆ ସହଭାଗୀତା ଐତିହାସିକ’, ଦ୍ୱିପାକ୍ଷିକ ଆଲୋଚନା ସମୟରେ କହିଲେ ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ରବିବାର ମାଲେସିଆର ପ୍ରଶାସନିକ ରାଜଧାନୀ ପୁତ୍ରଜାୟାରେ ଥିବା ପର୍ଦାନା ପୁତ୍ରଜାୟା ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆନୁଷ୍ଠାନିକ ଭାବରେ ସ୍ବାଗତ କରାଯାଇଥିଲା ଏବଂ ଗାର୍ଡ ଅଫ…

ବଡ଼ ଧରଣର ଛଟେଇ ପରେ ଇସ୍ତଫା ଦେଲେ ୱାଶିଂଟନ ପୋଷ୍ଟର ସିଇଓ ୱିଲ ଲୁଇସ

ୱାଶିଂଟନ,୮।୨: ପ୍ରତିଷ୍ଠିତ ୱାଶିଂଟନ ପୋଷ୍ଟର ପ୍ରକାଶକ ଏବଂ ସିଇଓ ୱିଲ ଲୁଇସ ଇସ୍ତଫା ଦେଇଛନ୍ତି। ବହୁ ସଂଖ୍ୟାରେ କର୍ମଚାରୀ ଛଟେଇ ମଧ୍ୟରେ ଏହି ନିଷ୍ପତ୍ତି ଆସିଛି। ଲୁଇସ…

ଭାଲେଣ୍ଟାଇନ ସପ୍ତାହ, ୪ ରାଶିର ବ୍ୟକ୍ତିଙ୍କ ଜୀବନରେ ପ୍ରେମ…

ଭାଲେଣ୍ଟାଇନ୍ସ ସପ୍ତାହ ଫେବୃଆରୀ ୭ ତାରିଖରୁ ଆରମ୍ଭ ହୋଇଛି ଏବଂ ଫେବୃଆରୀ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଭାଲେଣ୍ଟାଇନ୍ସ ସପ୍ତାହ ପ୍ରେମୀ, ବିବାହିତ ଦମ୍ପତି ଏବଂ ଅବିବାହିତମାନଙ୍କ…

ଭୀମ ଭୋଇ ସାମର୍ଥ୍ୟ ଶିବିରରେ ଅଧିକାରୀଙ୍କ ଦାଦାଗିରି: ସେବା ଅପେକ୍ଷା ‘ଫଟୋ ସୋ’ ଅଧିକ 

ଥୁଆମୂଳରାମପୁର,୭ା୨(ଦୁର୍ଗା କୀର୍ତ୍ତି): କଳାହାଣଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତର ଫଟକି ମହୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri