ନୂଆପଡାରୁ ପ୍ରଥମ ଥର ଏମିତି ଟାର୍ଗେଟ କଲେ ନବୀନ! ସମସ୍ତେ ତାଜୁବ

ଭୁବନେଶ୍ୱର,୭।୧୧: ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଦିନିକିଆ ନୂଆପଡ଼ା ଗସ୍ତରେ ଯାଇ ପହଞ୍ଚିଛନ୍ତି। ନବୀନ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିଛନ୍ତି। ଏହି ଅବସରରେ ନବୀନ ଖରିଆର୍‌ ରୋଡ ଏନଏସି ଅଞ୍ଚଳର ଦାଗା, ବିଜୁ ପଟ୍ଟନାୟକ ଏବଂ ଲକ୍ଷ୍ମଣିଆ ପେଟ୍ରୋଲ ପମ୍ପ ଛକ ଦେଇ ରୋଡ ଶୋ କରିଛନ୍ତି।

ଏହି ସମୟରେ ନୂଆପଡ଼ାରୁ ଭାଜପା ସରକାରକୁ ଜୋରଦାର ଟାର୍ଗେଟ କରିଛନ୍ତି ନବୀନ। ପୁଣି ‘ବେଇମାନ’ କଥା ଉଠାଇ ଟାର୍ଗେଟ କରିଛନ୍ତି ନବୀନ। ସେ କହିଛନ୍ତି, ବର୍ତ୍ତମାନ ଭାଜପା ସରକାରରେ ୩୦୦ ୟୁନିଟ ମାଗଣା ବିଜୁଳି ଓ ୩୫୦୦ ଟଙ୍କାର ପେନସନ ମିଳିଲା କି? ଚାଷୀଙ୍କୁ ୟୁରିଆ ସାର ଓ ଯୁବବର୍ଗଙ୍କୁ ଚାକିରି ମିଳିଲା କି? ମିଶନ ଶକ୍ତି ମହିଳାଙ୍କୁ ଋଣ ମିଳିଲା କି? କଟନୀ ଛଟନୀ ବନ୍ଦ ହେଲା କି? ରଙ୍ଗ ମାରିଲେ ବିକାଶ ହୁଏନି, ରାଜ୍ୟବାସୀଙ୍କୁ କେବଳ ଡବଲ ଧୋକା ମିଳିଛି।

ଆୟୁଷ୍ମାନ କାର୍ଡରେ କେବଳ ଟେନସନ ମିଳିଲା। ଏମାନେ ମିଛି କହି ସରକାର କରିପାରନ୍ତି, ପ୍ରାର୍ଥୀ ବି ଚୋରି କରିପାରନ୍ତି। କିନ୍ତୁ ଭୋଟରଙ୍କ ହୃଦୟ କେବେ ବି ଜିତିପାରିବେ ନାହିଁ। ଆଜି ବି ଆପଣଙ୍କ ଆଖିରେ ଦୁଃଖ ଓ କ୍ରୋଧ ଦେଖିପାରୁଛି। ଆପଣଙ୍କ ସହ, ବିଜେଡି ଓ ମୋ ସହ କିପରି ବେଇମାନି କରାଗଲା ଭଲ ଭାବେ ଜାଣନ୍ତି ବୋଲି ନବୀନ କଡ଼ା ଟାର୍ଗେଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ବଡ଼ ଟି-୨୦ ଟୁର୍ଣ୍ଣାମେଣ୍ଟ ‘ସୟଦ ମୁସ୍ତାକ ଅଲି ଟ୍ରଫି’ ରେ ନୂଆ ଇତିହାସ ରଚିଛି ଝାଡ଼ଖଣ୍ଡ। ଗୁରୁବାର ପୁଣେଠାରେ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

କୋଳିମାଟି ନିକଟରେ ସିରିଜ ଦୁର୍ଘଟଣା: ତାରିଣୀ ଦର୍ଶନ ସାରି ଫେରୁଥିବା ବସ୍‌- କାର୍‌କୁ ପିଟିଲା ଟ୍ରକ, ୩୦ ଯାତ୍ରୀ…

ଆନନ୍ଦପୁର,୧୮।୧୨(ସୁଶାନ୍ତ କୁମାର ସାହୁ):ଜାତୀୟ ରାଜପଥ ୨୦ କୋଳିମାଟି ଛକ ନିକଟରେ ସିରିଜ ଦୁର୍ଘଟଣା। ଘଟଗାଁ ତାରିଣୀ ଦର୍ଶନ ସାରି ଫେରୁଥିବା ତୀର୍ଥ ଯାତ୍ରୀ ବସକୁ ଧକ୍କା...

ଭୁବନେଶ୍ୱର ଏମ୍‌ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍‌ରେ ଫସିବେନି ରୋଗୀ

ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି...

୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ

ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

୧୪ ଲକ୍ଷର ଗାଡ଼ିରେ ୧୦ ଲକ୍ଷ ଟଙ୍କା ମୋଡିଫିକେସନ ଖର୍ଚ୍ଚ, ବ୍ୟାକଫୁଟରେ ସରକାର

ଭୁବନେଶ୍ୱର,୧୮ା୧୨: ଓଡ଼ିଶା ବନ ବିଭାଗ ପକ୍ଷରୁ କିଣାଯାଇଥିବା ମହିନ୍ଦ୍ରା ‘ଥର୍’ ଗାଡ଼ିର ମୋଡିଫିକେସନ ଖର୍ଚ୍ଚକୁ ନେଇ ଏବେ ବଡ଼ ବିବାଦ ମୁଣ୍ଡ ଟେକିଛି। ୫୧ଟି ଥର୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri