ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୬।୩(ବ୍ୟୁରୋ): ପୌର ନିର୍ବାଚନରେ ବିଜେଡିର ସଫଳତାକୁ ନେଇ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶନିବାର ନିର୍ବାଚନ ଫଳାଫଳ ଆସିବା ପରେ ଟୁଇଟ୍‌ କରି ରାଜ୍ୟର ବିକାଶଧାରାରେ ସେ ସାମିଲ ହେବାକୁ ଆହ୍ବାନ ଦେଇଛନ୍ତି।

‘ପୌର ନିର୍ବାଚନରେ ବିଜେଡିର ବିପୁଳ ବିଜୟ ଓଡ଼ିଶାବାସୀଙ୍କ ଆଶୀର୍ବାଦ ଓ ଅଗଣିତ କର୍ମୀଙ୍କ ସମର୍ପିତ ଉଦ୍ୟମ ବଳରେ ସମ୍ଭବ ହୋଇଛି । ଓ୍ବାର୍ଡସ୍ତରରୁ ଲୋକଙ୍କ ଭଲ ପାଇବା ତୃଣମୂଳସ୍ତରରେ ବିଜେଡିର ଲୋକପ୍ରିୟତାକୁ ପ୍ରମାଣିତ କରୁଛି । ଏହା ରାଜ୍ୟବାସୀଙ୍କ ଆଶୀର୍ବାଦ ଓ କର୍ମୀଙ୍କ ଅକ୍ଲାନ୍ତ ପରିଶ୍ରମର ଫଳ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏବେ ସମସ୍ତେ ରାଜ୍ୟର ବିକାଶଧାରାରେ ସାମିଲ ହୋଇ ଲୋକଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ଏକ ହୋଇ ଆଗକୁ ବଢ଼ିବା ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳାଳିଙ୍କୁ ମିଳୁନି ବିଶ୍ରାମ! ବାରମ୍ବାର ଆହତ ହେବା ନେଇ BCCIର ବଡ଼ ଖୁଲାସା, ବଦଳିବ ରଣନୀତି

ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ…

ପ୍ରଶ୍ନ କଲେ ଉଦୟନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର

ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ…

ବଲିଉଡ୍‌ରେ ଆଉ ଜଣେ ଷ୍ଟାର୍ କିଡ୍‌ଙ୍କ ଏଣ୍ଟ୍ରି! ମଲାଇକା-ଅରବାଜଙ୍କ ପୁଅ ଅରହାନ କରିବେ ଡେବ୍ୟୁ…

ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ…

୬ ଦିନର ହ୍ରାସ ପରେ ହଠାତ ଏତିକି ମହଙ୍ଗା ହେଲା ସୁନା, ରୁପା ଦର ବି ଆକାଶଛୁଆଁ: ୧୦ ଗ୍ରାମକୁ ଏବେ ଗଣିବେ… 

ନୂଆଦିଲ୍ଲୀ,୩।୯: ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ସୁନା ଏବଂ ରୁପା ଦର ହ୍ରାସ ପାଇବା ପରେ ଆଜି ଏକ ବଡ଼ ଧରଣର ବୃଦ୍ଧି…

ଇନ୍ଦ୍ରାବତୀ ଡ୍ୟାମରେ ବଢୁଛି ଜଳସ୍ତର୍‌: ଟ୍ରାଏଲ୍‌ ରନ୍‌ରେ ଖୋଲାଗଲା ୪ ନଂ ଗେଟ୍‌

ନବରଙ୍ଗପୁର, ୩।୯(ସଦାଶିବ ପ୍ରହରାଜ): ଇନ୍ଦ୍ରାବତୀ ଜଳଭଣ୍ଡାରରେ ବଢୁଛି ଜଳସ୍ତର। ବିପଦ ସଂକେତ ନିକଟତର ହେବା ପରେ ଗେଟ୍‌ ଖୋଲିବାକୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଛି ଡ୍ୟାମ୍‌ କର୍ତ୍ତୃପକ୍ଷ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri